Ezekiel 22:20 — Compare Translations
5 translations compared side by side
Odia - 1840
"ଯେପରି ଲୋକମାନେ ଉହ୍ନଇେ ମଧିଅରେ ରୂପା, ପିତ୍ତଳ, ଲୁହା, ସୀସା ଓ ଦସ୍ତା ଏକତ୍ର କରି ତରଳାଇବା ପାଇଁ ତହିଁ ଉପ ରେ ଅଗ୍ନି ରଖି ଫୁଙ୍କନ୍ତି। ସହେିପରି ଆମ୍ଭେ ତୁମ୍ଭମାନଙ୍କୁ ଆପଣା କୋରଧ ଓ ଆପଣା କୋପ ରେ ଏକତ୍ର କରି ସେ ସ୍ଥାନ ରେ ରଖିବା ଓ ତୁମ୍ଭମାନଙ୍କୁ ଜାଣିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେପରି ଲୋକମାନେ ଉହ୍ଳାଇ ମଧ୍ୟରେ ରୂପା, ପିତ୍ତଳ ଓ ଲୁହା, ସୀସା ଓ ଦସ୍ତା ଏକତ୍ର କରି, ତରଳାଇବା ପାଇଁ ତହିଁ ଉପରେ ଅଗ୍ନି ରଖି ଫୁଙ୍କନ୍ତି; ସେପରି ଆମ୍ଭେ ତୁମ୍ଭମାନଙ୍କୁ ଆପଣା କ୍ରୋଧ ଓ ଆପଣା କୋପରେ ଏକତ୍ର କରି ସେସ୍ଥାନରେ ରଖିବା ଓ ତୁମ୍ଭମାନଙ୍କୁ ତରଳାଇବା ।
Odia Bible ERV 2004 (ପବିତ୍ର ବାଇବଲ)
ଯେପରି ଲୋକମାନେ ଉହ୍ମେଇ ମଧ୍ୟରେ ରୂପା, ପିତ୍ତଳ, ଲୁହା, ସୀସା ଓ ଦସ୍ତା ଏକତ୍ର କରି ତରଳାଇବା ପାଇଁ ତହିଁ ଉପରେ ଅଗ୍ନି ରଖି ଫୁଙ୍କନ୍ତି। ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ଆପଣା କ୍ରୋଧ ଓ ଆପଣା କୋପରେ ଏକତ୍ର କରି ସେ ସ୍ଥାନରେ ରଖିବା ଓ ତୁମ୍ଭମାନଙ୍କୁ ଜାଣିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେପରି ଲୋକମାନେ ଉହ୍ମେଇ ମଧ୍ୟରେ ରୂପା, ପିତ୍ତଳ ଓ ଲୁହା, ସୀସା ଓ ଦସ୍ତା ଏକତ୍ର କରି, ତରଳାଇବା ପାଇଁ ତହିଁ ଉପରେ ଅଗ୍ନି ରଖି ଫୁଙ୍କନ୍ତି; ସେହିପରି ଆମ୍ଭେ ତୁମ୍ଭମାନଙ୍କୁ ଆପଣା କ୍ରୋଧ ଓ ଆପଣା କୋପରେ ଏକତ୍ର କରି ସେହି ସ୍ଥାନରେ ରଖିବା ଓ ତୁମ୍ଭମାନଙ୍କୁ ତରଳାଇବା।
Odia IRV 2017 (ଓଡିଆ ବାଇବେଲ)