Ezekiel 22:21 — Compare Translations
5 translations compared side by side
Odia - 1840
"ଆଉ ଆମ୍ଭେ ତୁମ୍ଭମାନଙ୍କୁ ଏକତ୍ର କରି ଆପଣା କୋରଧାଗ୍ନି ରେ ତୁମ୍ଭମାନଙ୍କୁ ଫୁଙ୍କିବା, ତହିଁରେ ତୁମ୍ଭମାନେେ ତରଳି ୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହଁ, ଆମ୍ଭେ ତୁମ୍ଭମାନଙ୍କୁ ଏକତ୍ର କରି ଆପଣା କ୍ରୋଧରୂପ ଅଗ୍ନିରେ ତୁମ୍ଭମାନଙ୍କୁ ଫୁଙ୍କିବା, ତହୁଁ ତୁମ୍ଭେମାନେ ତହିଁ ମଧ୍ୟରେ ତରଳି ଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଆମ୍ଭେ ତୁମ୍ଭମାନଙ୍କୁ ଏକତ୍ର କରି ଆପଣା କ୍ରୋଧାଗ୍ନିରେ ତୁମ୍ଭମାନଙ୍କୁ ଫୁଙ୍କିବା, ତହିଁରେ ତୁମ୍ଭେମାନେ ତରଳି ଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହଁ, ଆମ୍ଭେ ତୁମ୍ଭମାନଙ୍କୁ ଏକତ୍ର କରି ଆପଣା କ୍ରୋଧରୂପ ଅଗ୍ନିରେ ତୁମ୍ଭମାନଙ୍କୁ ଫୁଙ୍କିବା, ତହୁଁ ତୁମ୍ଭେମାନେ ତହିଁ ମଧ୍ୟରେ ତରଳି ଯିବ।
Odia IRV 2017 (ଓଡିଆ ବାଇବେଲ)
ହଁ, ଆମ୍ଭେ ତୁମ୍ଭମାନଙ୍କୁ ଏକତ୍ର କରି ଆପଣା କ୍ରୋଧରୂପ ଅଗ୍ନିରେ ତୁମ୍ଭମାନଙ୍କୁ ଫୁଙ୍କିବା, ତହୁଁ ତୁମ୍ଭେମାନେ ତହିଁ ମଧ୍ୟରେ ତରଳି ଯିବ।