Ezekiel 22:24 — Compare Translations

5 translations compared side by side

Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଦେଶକୁ କୁହ, ତୁମ୍ଭେ ଏକ ଦେଶ ଯାହାକୁ କବେେ ପବିତ୍ର କରାୟାଇ ନାହିଁ। ସଠାେ ରେ ବର୍ଷା ଅସରାଏ ହାଇେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ତାହାକୁ କୁହ, ଯେଉଁ ଦେଶ ପରିଷ୍କୃତ ହୋଇ ନାହିଁ, କିଅବା କ୍ରୋଧର ଦିନରେ ଯହିଁ ଉପରେ ବୃଷ୍ଟି ହୋଇ ନାହିଁ, ତୁମ୍ଭେ ଏପରି ଦେଶ ଅଟ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଦେଶକୁ କୁହ, ତୁମ୍ଭେ ଏକ ଦେଶ ଯାହାକୁ କେବେ ପବିତ୍ର କରାଯାଇ ନାହିଁ। ସେଠାରେ ବର୍ଷା ଅସରାଏ ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ତାହାକୁ କୁହ, ଯେଉଁ ଦେଶ ପରିଷ୍କୃତ ହୋଇ ନାହିଁ, କିଅବା କ୍ରୋଧର ଦିନରେ ଯହିଁ ଉପରେ ବୃଷ୍ଟି ହୋଇ ନାହିଁ, ତୁମ୍ଭେ ଏପରି ଦେଶ ଅଟ।
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ତାହାକୁ କୁହ, ଯେଉଁ ଦେଶ ପରିଷ୍କୃତ ହୋଇ ନାହିଁ, କିଅବା କ୍ରୋଧର ଦିନରେ ଯହିଁ ଉପରେ ବୃଷ୍ଟି ହୋଇ ନାହିଁ, ତୁମ୍ଭେ ଏପରି ଦେଶ ଅଟ।