Ezekiel 22:25 — Compare Translations

5 translations compared side by side

Odia - 1840
"ତାହାର ଭବିଷ୍ଯଦବକ୍ତାମାନେ ସଠାେ ରେ ଚକ୍ରାନ୍ତ କରିଛନ୍ତି। ସମାନେେ ପ୍ରାଣୀମାନଙ୍କୁ ହତ୍ଯା କରିବାକୁ ଉତ୍ସୁକ ଗର୍ଜ୍ଜନକାରୀ ସିଂହ ସଦୃଶ। ସମାନେେ ଲୋକମାନଙ୍କୁ ଶୋଷଣ କରନ୍ତି, ସମାନେେ ମୂଲ୍ଯବାନ ଓ ବହୁମୂଲ୍ଯ ବସ୍ତ୍ର ହରଣ କରନ୍ତି; ସମାନେେ ବହୁ ମହିଳାଙ୍କୁ ବିଧବା କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଭବିଷ୍ୟଦ୍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରା; କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତାହାର ଭବିଷ୍ୟ‌ଦ୍‌ବକ୍ତାମାନେ ସେଠାରେ ଚକ୍ରାନ୍ତ କରିଛନ୍ତି। ସେମାନେ ପ୍ରାଣୀମାନଙ୍କୁ ହତ୍ୟା କରିବାକୁ ଉତ୍ସୁକ ଗର୍ଜନକାରୀ ସିଂହ ସଦୃଶ। ସେମାନେ ଲୋକମାନଙ୍କୁ ଶୋଷଣ କରନ୍ତି, ସେମାନେ ମୂଲ୍ୟବାନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ବହୁ ମହିଳାଙ୍କୁ ବିଧବା କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଭବିଷ୍ୟଦ୍‍ବକ୍ତାମାନେ ତହିଁ ମଧ୍ୟରେ ଚକ୍ରାନ୍ତ କରନ୍ତି, ସେମାନେ ମୃଗୟା ବିଦାରିବାକୁ ଉତ୍ସୁକ ଗର୍ଜ୍ଜନକାରୀ ସିଂହ ପରି; ସେମାନେ ପ୍ରାଣୀମାନଙ୍କୁ ଗ୍ରାସ କରିଅଛନ୍ତି; ସେମାନେ ଧନ ଓ ବହୁମୂଲ୍ୟ ବସ୍ତ୍ର ହରଣ କରନ୍ତି; ସେମାନେ ତହିଁ ମଧ୍ୟରେ ଅନେକଙ୍କୁ ବିଧବା କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)