Ezekiel 22:26 — Compare Translations
5 translations compared side by side
Odia - 1840
"ଯାଜକମାନେ ମାରେ ବ୍ଯବସ୍ଥା ଅବମାନନା କରିଛନ୍ତି ଓ ସମାନେେ ମାରେ ପବିତ୍ର ବସ୍ତୁସବୁକୁ ଅପବିତ୍ର କରିଅଛନ୍ତି। ସମାନେେ ପବିତ୍ର ଓ ଅପବିତ୍ର ମଧିଅରେ କିଛି ପ୍ରଭଦେ ରଖି ନାହାଁନ୍ତି, ସମାନେେ ଶୁଚି ବସ୍ତୁକୁ ଅଶୁଚି ମନେ କରନ୍ତି ଓ ଏ ବିଷଯ ରେ ଲୋକଙ୍କୁ ଶିଖାନ୍ତି ନାହିଁ। ଏବଂ ସମାନେେ ମାରେ ବିଶ୍ରାମଦିନଗୁଡ଼ିକ ହଯେଜ୍ଞାନ କରନ୍ତି। ଏବଂ ମୁଁ ସମାନଙ୍କେ ପାଖ ରେ ନିକୃଷ୍ଟ ହାଇେଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“ଯାଜକମାନେ ମୋର ବ୍ୟବସ୍ଥା ଅବମାନନା କରିଛନ୍ତି ଓ ସେମାନେ ମୋର ପବିତ୍ର ବସ୍ତୁସବୁକୁ ଅପବିତ୍ର କରିଅଛନ୍ତି। ସେମାନେ ପବିତ୍ର ଓ ଅପବିତ୍ର ମଧ୍ୟରେ କିଛି ପ୍ରଭେଦ ରଖି ନାହାନ୍ତି, ସେମାନେ ଶୁଚି ବସ୍ତୁକୁ ଅଶୁଚି ମନେ କରନ୍ତି ଓ ଏ ବିଷୟରେ ଲୋକଙ୍କୁ ଶିଖାନ୍ତି ନାହିଁ। ଏବଂ ସେମାନେ ମୋର ବିଶ୍ରାମ ଦିନଗୁଡ଼ିକ ହେୟଜ୍ଞାନ କରନ୍ତି। ଏବଂ ମୁଁ ସେମାନଙ୍କ ପାଖରେ ନିକୃଷ୍ଟ ହୋଇଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଯାଜକମାନେ ଆମ୍ଭ ବ୍ୟବସ୍ଥା ପ୍ରତି ଦୌରାତ୍ମ୍ୟ କରିଅଛନ୍ତି ଓ ଆମ୍ଭର ପବିତ୍ର ବସ୍ତୁସବୁ ଅପବିତ୍ର କରିଅଛନ୍ତି; ସେମାନେ ପବିତ୍ର ଓ ସାମାନ୍ୟ ବିଷୟ ମଧ୍ୟରେ କିଛି ହିଁ ପ୍ରଭେଦ ରଖି ନାହାନ୍ତି, କିଅବା ଶୁଚି ଅଶୁଚି ମଧ୍ୟରେ ବିଶେଷ କରିବା ପାଇଁ ଲୋକମାନଙ୍କୁ ଶିଖାଇ ନାହାନ୍ତି, ପୁଣି, ଆମ୍ଭ ବିଶ୍ରାମ ଦିନ ପ୍ରତି ସେମାନଙ୍କ ଚକ୍ଷୁ ମୁଦ୍ରିତ କରିଅଛନ୍ତି, ଆଉ ଆମ୍ଭେ ସେମାନଙ୍କ ମଧ୍ୟରେ ଅପବିତ୍ରୀକୃତ ହେଉଅଛୁ।
Odia IRV 2017 (ଓଡିଆ ବାଇବେଲ)