Ezekiel 22:27 — Compare Translations

5 translations compared side by side

Odia - 1840
"ତା'ର ଅଧିପତିଗଣ ଗଧିଆ ସଦୃଶ ପ୍ରାଣୀମାନଙ୍କୁ ବିଦୀର୍ଣ୍ଣ କଲାପରି ଅନ୍ଯାଯ ଲାଭର ଚେଷ୍ଟା ରେ ରକ୍ତପାଦ କରି ପ୍ରାଣୀମାନଙ୍କୁ ବିନାଶ କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ତା’ର ଅଧିପତିଗଣ ଗଧିଆ ସଦୃଶ ପ୍ରାଣୀମାନଙ୍କୁ ବିଦୀର୍ଣ୍ଣ କଲାପରି ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ କରି ପ୍ରାଣୀମାନଙ୍କୁ ବିନାଶ କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତାହାର ଅଧିପତିମାନେ ଅନ୍ୟାୟ ଲାଭର ଚେଷ୍ଟାରେ ରକ୍ତପାତ ଓ ପ୍ରାଣୀମାନଙ୍କୁ ବିନାଶ କରିବା ପାଇଁ ମୃଗୟା ବିଦାରିବାକୁ ଉତ୍ସୁକ, କେନ୍ଦୁଆଗଣ ପରି ତହିଁ ମଧ୍ୟରେ ଅଛନ୍ତି।