Ezekiel 22:28 — Compare Translations

5 translations compared side by side

Odia - 1840
"ଭବିଷ୍ଯଦବକ୍ତାମାନେ ଏପରି ଆଚରଣକୁ ଠିକ୍ ବୋଲି ପ୍ରମାଣ କରିବାକୁ କହନ୍ତି। ସମାନେେ ମିଥ୍ଯା ଦର୍ଶନ ପାଆନ୍ତି ଓ ମିଥ୍ଯା ଭବିଷ୍ଯତବାଣୀ କରି କହନ୍ତି, 'ଏହା ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି,' ଯେତବେେଳେ ସଦାପ୍ରଭୁ କିଛି କହି ନ ଥାନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତାହାର ଭବିଷ୍ୟଦ୍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ପ୍ରଭୁ ସଦାପ୍ରଭୁ ଏହି କଥା କହିଅଛନ୍ତି ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ଭବିଷ୍ୟ‌ଦ୍‌ବକ୍ତାମାନେ ଏପରି ଆଚରଣକୁ ଠିକ୍ ବୋଲି ପ୍ରମାଣ କରିବାକୁ କହନ୍ତି। ସେମାନେ ମିଥ୍ୟା ଦର୍ଶନ ପାଆନ୍ତି ଓ ମିଥ୍ୟା ଭବିଷ୍ୟ‌ଦ୍‌ବାଣୀ କରି କହନ୍ତି, ‘ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି,’ ଯେତେବେଳେ ସଦାପ୍ରଭୁ କିଛି କହି ନ ଥା’ନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହିଅଛନ୍ତି’ ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତାହାର ଭବିଷ୍ୟଦ୍‍ବକ୍ତାମାନେ ଅସାର ଦର୍ଶନ ପାଇ ଓ ସଦାପ୍ରଭୁ କହି ନ ଥିଲେ ହେଁ, ପ୍ରଭୁ, ସଦାପ୍ରଭୁ ଏହି କଥା କହିଅଛନ୍ତି ବୋଲି ସେମାନଙ୍କ ନିକଟରେ ମିଥ୍ୟା ମନ୍ତ୍ର ପାଠ କରି ଅମିଶ୍ରିତ ମସଲାରେ ସେମାନଙ୍କ କାନ୍ଥ ଲେପନ କରିଅଛନ୍ତି।”