Ezekiel 22:29 — Compare Translations

5 translations compared side by side

Odia - 1840
"ସାଧାରଣ ଲୋକେ ପରସ୍ପର ପ୍ରତି ଅତ୍ଯାଚାର କରନ୍ତି ଓ ଚୋରି କରନ୍ତି, ସମାନେେ ଗରିବ ଓ ଦୀନହୀନମାନଙ୍କୁ ଠକନ୍ତି। ସମାନେେ ବିଦେଶୀମାନଙ୍କୁ ସମାନଙ୍କେ ମଧିଅରେ ବସବାସ କରୁଥିବା ନ୍ଯାଯରୁ ବଞ୍ଚିତ କରି ଅତ୍ଯାଚାର କରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଶସ୍ଥ ଲୋକମାନେ ଉପଦ୍ରବ କରିଅଛନ୍ତି ଓ ପରର ଦ୍ରବ୍ୟ ବଳପୂର୍ବକ ଅପହରଣ କରିଅଛନ୍ତି; ହଁ, ସେମାନେ ଦରିଦ୍ର ଓ ଦୀନହୀନକୁ କ୍ଳେଶ ଦେଇଅଛନ୍ତି ଓ ବିଦେଶୀ ପ୍ରତି ଅନ୍ୟାୟପୂର୍ବକ ଉପଦ୍ରବ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“ସାଧାରଣ ଲୋକେ ପରସ୍ପର ପ୍ରତି ଅତ୍ୟାଗ୍ଭର କରନ୍ତି ଓ ଗ୍ଭେରି କରନ୍ତି, ସେମାନେ ଗରିବ ଓ ଦୀନହୀନମାନଙ୍କୁ ଠକନ୍ତି। ସେମାନେ ବିଦେଶୀମାନଙ୍କୁ ସେମାନଙ୍କ ମଧ୍ୟରେ ବସବାସ କରୁଥିବା ନ୍ୟାୟରୁ ବଞ୍ଚିତ କରି ଅତ୍ୟାଗ୍ଭର କରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଶସ୍ଥ ଲୋକମାନେ ଉପଦ୍ରବ କରିଅଛନ୍ତି ଓ ପରର ଦ୍ରବ୍ୟ ବଳପୂର୍ବକ ଅପହରଣ କରିଅଛନ୍ତି; ହଁ, ସେମାନେ ଦରିଦ୍ର ଓ ଦୀନହୀନକୁ କ୍ଳେଶ ଦେଇଅଛନ୍ତି ଓ ବିଦେଶୀ ପ୍ରତି ଅନ୍ୟାୟପୂର୍ବକ ଉପଦ୍ରବ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଶସ୍ଥ ଲୋକମାନେ ଉପଦ୍ରବ କରିଅଛନ୍ତି ଓ ପରର ଦ୍ରବ୍ୟ ବଳପୂର୍ବକ ଅପହରଣ କରିଅଛନ୍ତି; ହଁ, ସେମାନେ ଦରିଦ୍ର ଓ ଦୀନହୀନକୁ କ୍ଳେଶ ଦେଇଅଛନ୍ତି ଓ ବିଦେଶୀ ପ୍ରତି ଅନ୍ୟାୟପୂର୍ବକ ଉପଦ୍ରବ କରିଅଛନ୍ତି।