Ezekiel 22:3 — Compare Translations

5 translations compared side by side

Odia - 1840
"ଏବଂ ତୁମ୍ଭେ ଏହାକୁ କହିବ, ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହିଛନ୍ତି। ହେ ନଗରୀ, ୟିଏ ଏହା ମଧିଅରେ ରକ୍ତପାତ କରେ, ସେ ତା'ର ନିଜର ଅବସାନ ଆଣେ ଏବଂ ଏହା ନିଜର ଶଷେ ଆଣେ ଯେ, ନିଜ ପାଇଁ ମୂର୍ତ୍ତି ତିଆରି କରେ, ତାହା ଏହାକୁ କଳୁଷିତ କରେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତୁମ୍ଭେ ତାହାକୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ହେ ନଗରୀ! ତୁମ୍ଭେ ଆପଣାର କାଳ ଉପସ୍ଥିତ କରାଇବା ନିମନ୍ତେ ଆପଣା ମଧ୍ୟରେ ରକ୍ତପାତ କରୁଅଛ ଓ ଆପଣାକୁ ଅଶୁଚି କରିବା ନିମନ୍ତେ ଆପଣା ପାଇଁ ପ୍ରତିମାଗଣ ନିର୍ମାଣ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ତୁମ୍ଭେ ଏହାକୁ କହିବ, ‘ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହିଛନ୍ତି। ହେ ନଗରୀ, ଯିଏ ଏହା ମଧ୍ୟରେ ରକ୍ତପାତ କରେ, ସେ ତା’ର ନିଜର ଅବସାନ ଆଣେ ଏବଂ ଏହା ନିଜର ଶେଷ ଆଣେ ଯେ, ନିଜ ପାଇଁ ମୂର୍ତ୍ତି ତିଆରି କରେ, ତାହା ଏହାକୁ କଳୁଷିତ କରେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତୁମ୍ଭେ ତାହାକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ନଗରୀ! ତୁମ୍ଭେ ଆପଣାର କାଳ ଉପସ୍ଥିତ କରାଇବା ନିମନ୍ତେ ଆପଣା ମଧ୍ୟରେ ରକ୍ତପାତ କରୁଅଛ ଓ ଆପଣାକୁ ଅଶୁଚି କରିବା ନିମନ୍ତେ ଆପଣା ପାଇଁ ପ୍ରତିମାଗଣ ନିର୍ମାଣ କରୁଅଛ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତୁମ୍ଭେ ତାହାକୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ହେ ନଗରୀ! ତୁମ୍ଭେ ଆପଣାର କାଳ ଉପସ୍ଥିତ କରାଇବା ନିମନ୍ତେ ଆପଣା ମଧ୍ୟରେ ରକ୍ତପାତ କରୁଅଛ ଓ ଆପଣାକୁ ଅଶୁଚି କରିବା ନିମନ୍ତେ ଆପଣା ପାଇଁ ପ୍ରତିମାଗଣ ନିର୍ମାଣ କରୁଅଛ।