Ezekiel 22:30 — Compare Translations
5 translations compared side by side
Odia - 1840
"ପୁଣି ଦେଶ ଯେପରି ବିନଷ୍ଟ ନ ହବେ ସେଥିପାଇଁ ଯେ ସୁଦୃଢ଼ ପ୍ରାଚୀର କରିପାରିବ ଓ ଫାଟ ସ୍ଥାନ ରେ ଆମ୍ଭ ସମ୍ମୁଖ ରେ ଦେଶ ସପକ୍ଷ ରେ ଠିଆ ହବେ, ଏପରି ଏକ ଲୋକକୁ ଆମ୍ଭେ ଅନ୍ବଷେଣ କଲୁ। ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ଯେପରି ଦେଶ ବିନଷ୍ଟ ନ କରୁ, ଏଥିପାଇଁ ଯେ ପ୍ରାଚୀର ଦୃଢ଼ କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶର ସପକ୍ଷରେ ଠିଆ ହେବ, ଏପରି ଏକ ପୁରୁଷ ଆମ୍ଭେ ଅନ୍ଵେଷଣ କଲୁ, ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
“ପୁଣି ଦେଶ ଯେପରି ବିନଷ୍ଟ ନ ହେବ ସେଥିପାଇଁ ଯେ ସୁଦୃଢ଼ ପ୍ରାଚୀର କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶ ସପକ୍ଷରେ ଠିଆ ହେବ, ଏପରି ଏକ ଲୋକକୁ ଆମ୍ଭେ ଅନ୍ୱେଷଣ କଲୁ। ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ଯେପରି ଦେଶ ବିନଷ୍ଟ ନ କରୁ, ଏଥିପାଇଁ ଯେ ପ୍ରାଚୀର ଦୃଢ଼ କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶର ସପକ୍ଷରେ ଠିଆ ହେବ, ଏପରି ଏକ ପୁରୁଷ ଆମ୍ଭେ ଅନ୍ଵେଷଣ କଲୁ, ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ଯେପରି ଦେଶ ବିନଷ୍ଟ ନ କରୁ, ଏଥିପାଇଁ ଯେ ପ୍ରାଚୀର ଦୃଢ଼ କରି ପାରିବ ଓ ଫାଟ ସ୍ଥାନରେ ଆମ୍ଭ ସମ୍ମୁଖରେ ଦେଶର ସପକ୍ଷରେ ଠିଆ ହେବ, ଏପରି ଏକ ପୁରୁଷ ଆମ୍ଭେ ଅନ୍ଵେଷଣ କଲୁ, ମାତ୍ର ଜଣେ ସୁଦ୍ଧା ପାଇଲୁ ନାହିଁ।