Ezekiel 22:31 — Compare Translations
5 translations compared side by side
Odia - 1840
"ଏଣୁ ଆମ୍ଭେ ସମାନଙ୍କେ ଉପ ରେ ଆପଣା କୋରଧ ପ୍ରକାଶ କରିଅଛୁ ଓ ଆପଣା କୋପାଗ୍ନି ରେ ସମାନଙ୍କେୁ ସଂହାର କରିଅଛୁ। ସମାନଙ୍କେର ନିଜ କର୍ମର ଫଳ ସମାନେେ ନିଜେ ଭୋଗିଛନ୍ତି। ଏହା ମାରେ ପ୍ରଭୁ ସଦାପ୍ରଭୁ କହନ୍ତି"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ପ୍ରକାଶ କରିଅଛୁ ଓ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ। ସେମାନଙ୍କର ନିଜ କର୍ମର ଫଳ ସେମାନେ ନିଜେ ଭୋଗିଛନ୍ତି।” ଏହା ମୋର ପ୍ରଭୁ ସଦାପ୍ରଭୁ କହନ୍ତି
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଆମ୍ଭେ ସେମାନଙ୍କ ଉପରେ ଆପଣା କ୍ରୋଧ ଢାଳି ଦେଇଅଛୁ; ଆମ୍ଭେ ଆପଣା କୋପାଗ୍ନିରେ ସେମାନଙ୍କୁ ସଂହାର କରିଅଛୁ; ସେମାନଙ୍କ ନିଜ କାର୍ଯ୍ୟର ଫଳ ସେମାନଙ୍କର ମସ୍ତକରେ ବର୍ତ୍ତାଇଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।