Ezekiel 22:4 — Compare Translations
5 translations compared side by side
Odia - 1840
"ତୁମ୍ଭର ରକ୍ତପାତ ଯୋଗୁଁ ତୁମ୍ଭେ ଦୋଷୀ ହାଇେଅଛ ଓ ପୁଣି ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ବାରା ଅଶୁଚି ହାଇେଅଛ। ଏବଂ ତୁମ୍ଭେ ନିଜର ଅନ୍ତିମ ସମୟ ନିକଟବର୍ତ୍ତୀ କରାଇଅଛ। ଏବଂ ତୁମ୍ଭେ ନିଜର ଅନ୍ତିମ ସମୟ ନିକଟବର୍ତ୍ତୀ କରାଇଅଛ। ଏବଂ ନିଜ ଆଯୁର ଶଷେ ଭାଗ ରେ ପହଞ୍ଚିଛ। ତେଣୁ ମୁଁ ତୁମ୍ଭକୁ ଜାତିଗଣ ନିକଟରେ ଉପହାସର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଯେଉଁ ରକ୍ତପାତ କରିଅଛ, ତଦ୍ଦ୍ଵାରା ଦୋଷୀ ହୋଇଅଛ ଓ ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ଵାରା ଅଶୁଚି ହୋଇଅଛ; ଆଉ, ତୁମ୍ଭେ ଆପଣାର ଦିନ ନିକଟବର୍ତ୍ତୀ କରାଇଅଛ ଓ ମଧ୍ୟ ଆପଣା ଆୟୁର ଶେଷାଂଶରେ ଉପସ୍ଥିତ ହୋଇଅଛ; ଏଣୁ ଆମ୍ଭେ ତୁମ୍ଭକୁ ଗୋଷ୍ଠୀଗଣ ନିକଟରେ ନିନ୍ଦାର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛୁ ।
Odia Bible ERV 2004 (ପବିତ୍ର ବାଇବଲ)
“‘ତୁମ୍ଭର ରକ୍ତପାତ ଯୋଗୁଁ ତୁମ୍ଭେ ଦୋଷୀ ହୋଇଅଛ ଓ ପୁଣି ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ୱାରା ଅଶୁଚି ହୋଇଅଛ। ଏବଂ ତୁମ୍ଭେ ନିଜର ଅନ୍ତିମ ସମୟ ନିକଟବର୍ତ୍ତୀ କରାଇଅଛ। ଏବଂ ତୁମ୍ଭେ ନିଜର ଅନ୍ତିମ ସମୟ ନିକଟବର୍ତ୍ତୀ କରାଇଅଛ। ଏବଂ ନିଜ ଆୟୁର ଶେଷ ଭାଗରେ ପହଞ୍ଚିଛ। ତେଣୁ ମୁଁ ତୁମ୍ଭକୁ ଜାତିଗଣ ନିକଟରେ ଉପହାସର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଯେଉଁ ରକ୍ତପାତ କରିଅଛ, ତଦ୍ଦ୍ୱାରା ଦୋଷୀ ହୋଇଅଛ ଓ ତୁମ୍ଭେ ଯେଉଁ ପ୍ରତିମାଗଣ ନିର୍ମାଣ କରିଅଛ, ତଦ୍ଦ୍ୱାରା ଅଶୁଚି ହୋଇଅଛ; ଆଉ, ତୁମ୍ଭେ ଆପଣାର ଦିନ ନିକଟବର୍ତ୍ତୀ କରାଇଅଛ ଓ ମଧ୍ୟ ଆପଣା ଆୟୁର ଶେଷାଂଶରେ ଉପସ୍ଥିତ ହୋଇଅଛ; ଏଣୁ ଆମ୍ଭେ ତୁମ୍ଭକୁ ଗୋଷ୍ଠୀଗଣ ନିକଟରେ ନିନ୍ଦାର ପାତ୍ର ଓ ସବୁ ଦେଶ ନିକଟରେ ପରିହାସର ପାତ୍ର କରିଅଛୁ।
Odia IRV 2017 (ଓଡିଆ ବାଇବେଲ)