Ezekiel 22:5 — Compare Translations

5 translations compared side by side

Odia - 1840
"ହେ କୁଖ୍ଯାତ ଓ କଳହ ପ୍ରିଯ ନଗର, ତୁମ୍ଭର ନିକଟସ୍ଥ ଓ ଦୂରସ୍ଥ ସମସ୍ତେ ତୁମ୍ଭକୁ ପରିହାସ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଦୁର୍ନାମୀ ଓ କଳହପୂର୍ଣ୍ଣେ, ତୁମ୍ଭର ନିକଟସ୍ଥ ଓ ଦୂରସ୍ଥ ସମସ୍ତେ ତୁମ୍ଭକୁ ପରିହାସ କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ହେ କୁଖ୍ୟାତ ଓ କଳହ ପ୍ରିୟ ନଗର, ତୁମ୍ଭର ନିକଟସ୍ଥ ଓ ଦୂରସ୍ଥ ସମସ୍ତେ ତୁମ୍ଭକୁ ପରିହାସ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଦୁର୍ନାମୀ ଓ କଳହପୂର୍ଣ୍ଣେ, ତୁମ୍ଭର ନିକଟସ୍ଥ ଓ ଦୂରସ୍ଥ ସମସ୍ତେ ତୁମ୍ଭକୁ ପରିହାସ କରିବେ।
Odia IRV 2017 (ଓଡିଆ ବାଇବେଲ)
ହେ ଦୁର୍ନାମୀ ଓ କଳହପୂର୍ଣ୍ଣେ, ତୁମ୍ଭର ନିକଟସ୍ଥ ଓ ଦୂରସ୍ଥ ସମସ୍ତେ ତୁମ୍ଭକୁ ପରିହାସ କରିବେ।