Ezekiel 22:6 — Compare Translations
5 translations compared side by side
Odia - 1840
"'ଆଉ, ଦେଖ, ଇଶ୍ରାୟେଲର ଅଧିପତିଗଣ ପ୍ରେତ୍ୟକକ ନିଜ ନିଜ ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧିଅରେ ରହିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
“‘ଆଉ, ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକ ନିଜ ନିଜ ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଦେଖ, ଇସ୍ରାଏଲର ଅଧିପତିଗଣ ପ୍ରତ୍ୟେକେ ଆପଣା ଆପଣା ପରାକ୍ରମ ଅନୁସାରେ ରକ୍ତପାତ କରିବା ନିମନ୍ତେ ତୁମ୍ଭ ମଧ୍ୟରେ ରହିଅଛନ୍ତି।