Ezekiel 22:7 — Compare Translations

5 translations compared side by side

Odia - 1840
"ତୁମ୍ଭ ମଧିଅରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି। ସମାନେେ, ତୁମ୍ଭମାନଙ୍କ ମଧିଅରେ ବାସ କରୁଥିବାରୁ ବିଦେଶୀମାନଙ୍କୁ ଅତ୍ଯାଚାର କଲେ, ଅନାଥ ଓ ବିଧବା ପ୍ରତି ଅନ୍ଯାଯ କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି। ସେମାନେ, ତୁମ୍ଭମାନଙ୍କ ମଧ୍ୟରେ ବାସ କରୁଥିବାରୁ ବିଦେଶୀମାନଙ୍କୁ ଅତ୍ୟାଗ୍ଭର କଲେ, ଅନାଥ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭ ମଧ୍ୟରେ ଲୋକମାନେ ପିତାମାତାଙ୍କୁ ଅବଜ୍ଞା କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ବିଦେଶୀ ପ୍ରତି ଉପଦ୍ରବ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ପିତୃହୀନ ଓ ବିଧବା ପ୍ରତି ଅନ୍ୟାୟ କରିଅଛନ୍ତି।