Ezekiel 22:8 — Compare Translations

5 translations compared side by side

Odia - 1840
"ତୁମ୍ଭେ ଆମ୍ଭ ପବିତ୍ର ବସ୍ତୁଗୁଡ଼ିକୁ ତୁଚ୍ଛ କରିଅଛ ଓ ଆମ୍ଭର ବିଶ୍ରାମଦିନଗୁଡ଼ିକୁ ଅପବିତ୍ର କରିଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆମ୍ଭର ପବିତ୍ର ବସ୍ତୁସକଳ ତୁଚ୍ଛ କରିଅଛ ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଆମ୍ଭ ପବିତ୍ର ବସ୍ତୁଗୁଡ଼ିକୁ ତୁଚ୍ଛ କରିଅଛ ଓ ଆମ୍ଭର ବିଶ୍ରାମ ଦିନଗୁଡ଼ିକୁ ଅପବିତ୍ର କରିଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆମ୍ଭର ପବିତ୍ର ବସ୍ତୁସକଳ ତୁଚ୍ଛ କରିଅଛ ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆମ୍ଭର ପବିତ୍ର ବସ୍ତୁସକଳ ତୁଚ୍ଛ କରିଅଛ ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛ।