Ezekiel 22:9 — Compare Translations

5 translations compared side by side

Odia - 1840
"ରକ୍ତପାତ କରିବାକୁ ନିନ୍ଦୁକମାନେ ତୁମ୍ଭ ମଧିଅରେ ଏଠା ରେ ରହିଅଛନ୍ତି। ତୁମ୍ଭମାନଙ୍କ ମଧ୍ଯରୁ ଲୋକମାନେ ଉଚ୍ଚ ପର୍ବତ ରେ ମୂର୍ତ୍ତିମାନଙ୍କୁ ଉତ୍ସର୍ଗମାନ ଅର୍ପଣ କଲେ ଏବଂ ପବିତ୍ରସ୍ଥାନର ବଳିଦାନ କରି ଭୋଜନ କରିଅଛନ୍ତି,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟା-ଚରଣ କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ରକ୍ତପାତ କରିବାକୁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ଏଠାରେ ରହିଅଛନ୍ତି। ତୁମ୍ଭମାନଙ୍କ ମଧ୍ୟରୁ ଲୋକମାନେ ଉଚ୍ଚ ପର୍ବତରେ ମୂର୍ତ୍ତିମାନଙ୍କୁ ଉତ୍ସର୍ଗମାନ ଅର୍ପଣ କଲେ ଏବଂ ପବିତ୍ର ସ୍ଥାନର ବଳିଦାନ କରି ଭୋଜନ କରିଅଛନ୍ତି, “‘ଏବଂ ଲୋକମାନେ ତୁମ୍ଭ ସହିତ ଅଛନ୍ତି, ଯିଏ ଶାରୀରିକ ପାପକର୍ମରେ ଅନ୍ତର୍ଭୁକ୍ତ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ରକ୍ତପାତ କରିବା ପାଇଁ ନିନ୍ଦକମାନେ ତୁମ୍ଭ ମଧ୍ୟରେ ରହିଅଛନ୍ତି ଓ ତୁମ୍ଭ ମଧ୍ୟରେ ଲୋକମାନେ ପର୍ବତ ଉପରେ ଭୋଜନ କରିଅଛନ୍ତି; ତୁମ୍ଭ ମଧ୍ୟରେ ଲୋକମାନେ ଲମ୍ପଟାଚରଣ କରିଅଛନ୍ତି।