Ezekiel 23:10 — Compare Translations

5 translations compared side by side

Odia - 1840
"ସମାନେେ ତାକୁ ଧର୍ଷଣ କଲେ, ସମାନେେ ତା'ର ପୁତ୍ର କନ୍ଯାଗଣକୁ ନଇଗେଲେ। ସମାନେେ ସମାନଙ୍କେୁ ଖଡ୍ଗ ରେ ହତ୍ଯା କଲେ। ଏବଂ ସେ ସ୍ତ୍ରୀମାନଙ୍କ ମଧିଅରେ ଉପହାସର ବିଷଯ ହେଲା। କାରଣ ଅଶୂରୀଯ ଲୋକମାନେ ତାକୁ ବଦନୋପୂର୍ଣ୍ଣ ଦଣ୍ଡ ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ତାହାର ଉଲଙ୍ଗତା ଅନାବୃତ କଲେ; ତାହାର ପୁତ୍ର ଓ କନ୍ୟାଗଣକୁ ନେଲେ ଓ ତାହାକୁ ସେମାନେ ଖଡ଼୍‍ଗରେ ବଧ କଲେ; ତହିଁରେ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା; କାରଣ ଲୋକମାନେ ତାହା ଉପରେ ଦଣ୍ତାଜ୍ଞା ସଫଳ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତାକୁ ଧର୍ଷଣ କଲେ, ସେମାନେ ତା’ର ପୁତ୍ରକନ୍ୟାଗଣକୁ ନେଇଗଲେ। ସେମାନେ ସେମାନଙ୍କୁ ‌‌ଖ‌ଡ଼୍‌ଗରେ ହତ୍ୟା କଲେ। ଏବଂ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା। କାରଣ ଅଶୂରୀୟ ଲୋକମାନେ ତାକୁ ବେଦନାପୂର୍ଣ୍ଣ ଦଣ୍ଡ ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ତାହାର ଉଲଙ୍ଗତା ଅନାବୃତ କଲେ; ତାହାର ପୁତ୍ର ଓ କନ୍ୟାଗଣକୁ ନେଲେ ଓ ତାହାଙ୍କୁ ସେମାନେ ଖଡ୍ଗରେ ବଧ କଲେ; ତହିଁରେ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା; କାରଣ ଲୋକମାନେ ତାହା ଉପରେ ଦଣ୍ଡାଜ୍ଞା ସଫଳ କଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ତାହାର ଉଲଙ୍ଗତା ଅନାବୃତ କଲେ; ତାହାର ପୁତ୍ର ଓ କନ୍ୟାଗଣକୁ ନେଲେ ଓ ତାହାଙ୍କୁ ସେମାନେ ଖଡ୍ଗରେ ବଧ କଲେ; ତହିଁରେ ସେ ସ୍ତ୍ରୀମାନଙ୍କ ମଧ୍ୟରେ ଉପହାସର ବିଷୟ ହେଲା; କାରଣ ଲୋକମାନେ ତାହା ଉପରେ ଦଣ୍ଡାଜ୍ଞା ସଫଳ କଲେ।