Ezekiel 23:11 — Compare Translations
5 translations compared side by side
Odia - 1840
"ଆଉ ତା'ର ଭଗିନୀ ଏସବୁ ଦେଖି ମଧ୍ଯ ବେଶ୍ଯାବୃତ୍ତି ରେ ଓ ପ୍ ରମାେଶକ୍ତି ରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା। ତା'ର ଭଗିନୀର ବ୍ଯଭିଚାରିତାଠାରୁ ସେ ଅଧିକ ବ୍ଯଭିଚାରିଣୀ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା-କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା-କ୍ରିୟା ଅପେକ୍ଷା ତାହାର ବେଶ୍ୟା-କ୍ରିୟା ଅଧିକ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
“ଆଉ ତା’ର ଭଗିନୀ ଏସବୁ ଦେଖି ମଧ୍ୟ ବେଶ୍ୟାବୃତ୍ତିରେ ଓ ପ୍ରେମାଶକ୍ତିରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା। ତା’ର ଭଗିନୀର ବ୍ୟଭିଗ୍ଭରିତାଠାରୁ ସେ ଅଧିକ ବ୍ୟଭିଗ୍ଭରିଣୀ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା କ୍ରିୟା ଅପେକ୍ଷା ତାହାର ବେଶ୍ୟା କ୍ରିୟା ଅଧିକ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ତାହାର ଭଗିନୀ ଅହଲୀବା ଏହା ଦେଖିଲା; ତଥାପି ଆପଣା ପ୍ରେମାସକ୍ତିରେ ଓ ବେଶ୍ୟା କ୍ରିୟାରେ ତାହା ଅପେକ୍ଷା ଅଧିକ ଭ୍ରଷ୍ଟା ହେଲା, ତାହାର ଭଗିନୀର ବେଶ୍ୟା କ୍ରିୟା ଅପେକ୍ଷା ତାହାର ବେଶ୍ୟା କ୍ରିୟା ଅଧିକ ଥିଲା।