Ezekiel 23:12 — Compare Translations
5 translations compared side by side
Odia - 1840
"ସେ ମଧ୍ଯ ସହେି ଅଶୂରୀଯ ଦଶାେଧ୍ଯକ୍ଷ ଶାସନ କତ୍ତୃର୍ଗଣଙ୍କ ପ୍ରତି ଆସକ୍ତା ହେଲାା ସମାନେେ ନୀଳରଙ୍ଗ ପୋଷାକ ପରିହିତ ସୁନ୍ଦର ୟୁବକ ଓ ଅଶ୍ବାରୋହୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ଆପଣା ପ୍ରତିବାସୀ ଅଶୂରୀୟ ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ପ୍ରତି ପ୍ରେମରେ ଆସକ୍ତା ହେଲା, ସେମାନେ ଅତ୍ୟ; ସୁନ୍ଦର ବସ୍ତ୍ର ପରିହିତ, ଅଶ୍ଵାରୋହୀ ଓ ସମସ୍ତେ ମନୋହର ଯୁବା ଲୋକ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମଧ୍ୟ ସେହି ଅଶୂରୀୟ ଦେଶାଧ୍ୟକ୍ଷ ଶାସନ କତ୍ତୃର୍ଗଣଙ୍କ ପ୍ରତି ଆସକ୍ତା ହେଲା। ସେମାନେ ନୀଳରଙ୍ଗ ପୋଷାକ ପରିହିତ ସୁନ୍ଦର ଯୁବକ ଓ ଅଶ୍ୱାରୋହୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ଆପଣା ପ୍ରତିବାସୀ ଅଶୂରୀୟ ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ପ୍ରତି ପ୍ରେମରେ ଆସକ୍ତା ହେଲା, ସେମାନେ ଅତ୍ୟନ୍ତ ସୁନ୍ଦର ବସ୍ତ୍ର ପରିହିତ, ଅଶ୍ୱାରୋହୀ ଓ ସମସ୍ତେ ମନୋହର ଯୁବା ଲୋକ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେ ଆପଣା ପ୍ରତିବାସୀ ଅଶୂରୀୟ ଦେଶାଧ୍ୟକ୍ଷ ଓ ଶାସନକର୍ତ୍ତୃଗଣ ପ୍ରତି ପ୍ରେମରେ ଆସକ୍ତା ହେଲା, ସେମାନେ ଅତ୍ୟନ୍ତ ସୁନ୍ଦର ବସ୍ତ୍ର ପରିହିତ, ଅଶ୍ୱାରୋହୀ ଓ ସମସ୍ତେ ମନୋହର ଯୁବା ଲୋକ ଥିଲେ।