Ezekiel 23:13 — Compare Translations

5 translations compared side by side

Odia - 1840
"ଏବଂ ମୁଁ ଅନୁତାପ କଲି ଯେ, ସେ ଦୁ ହେଁ ଗୋଟିଏ ରାସ୍ତା ଅନୁସରଣ କରୁଥିଲେ, ସହେି କାର୍ୟ୍ଯଗୁଡ଼ିକ କରୁଥିଲେ, ଯାହା ସମାନଙ୍କେୁ ତୁଚ୍ଛ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆମ୍ଭେ ଦେଖିଲୁ, ସେ ଭ୍ରଷ୍ଟା ହେଲା; ସେ ଦୁହେଁ ଏକ ପଥଗାମିନୀ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ଅନୁତାପ କଲି ଯେ, ସେ ଦୁହେଁ ଗୋଟିଏ ରାସ୍ତା ଅନୁସରଣ କରୁଥିଲେ, ସେହି କାର୍ଯ୍ୟଗୁଡ଼ିକ କରୁଥିଲେ, ଯାହା ସେମାନଙ୍କୁ ତୁଚ୍ଛ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆମ୍ଭେ ଦେଖିଲୁ, ସେ ଭ୍ରଷ୍ଟା ହେଲା; ସେ ଦୁହେଁ ଏକ ପଥଗାମିନୀ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆମ୍ଭେ ଦେଖିଲୁ, ସେ ଭ୍ରଷ୍ଟା ହେଲା; ସେ ଦୁହେଁ ଏକ ପଥଗାମିନୀ ହେଲେ।