Ezekiel 23:14 — Compare Translations

5 translations compared side by side

Odia - 1840
"ଏବଂ ଅହଲୀବା ନିଜର ବ୍ଯଭିଚାରିତା ବଢ଼ାଇଲା। ସେ କାନ୍ଥ ରେ ବିଚିତ୍ର କଲଦୀଯ ପୁରୁଷମାନଙ୍କର ଲାଲରଙ୍ଗ ପୋଷାକ ପରିହିତ ମୂର୍ତ୍ତି ଦେଖିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ଆପଣା ବେଶ୍ୟା କ୍ରିୟା ବଢ଼ାଇଲା; କାରଣ ସେ କାନ୍ଥରେ ଚିତ୍ରିତ ପୁରୁଷମାନଙ୍କର, ଅର୍ଥାତ୍, କଲ୍ଦୀୟମାନଙ୍କର ସିନ୍ଦୂରଚିତ୍ରିତ ମୂର୍ତ୍ତି ଦେଖିଲା,
Odia Bible ERV 2004 (ପବିତ୍ର ବାଇବଲ)
“ଏବଂ ଅହଲୀବା ନିଜର ବ୍ୟଭିଗ୍ଭରିତା ବଢ଼ାଇଲା। ସେ କାନ୍ଥରେ ବିଚିତ୍ର କ‌‌ଲ୍‌‌‌‌ଦୀୟ ପୁରୁଷମାନଙ୍କର ଲାଲରଙ୍ଗ ପୋଷାକ ପରିହିତ ମୂର୍ତ୍ତି ଦେଖିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଆପଣା ବେଶ୍ୟା କ୍ରିୟା ବଢ଼ାଇଲା; କାରଣ ସେ କାନ୍ଥରେ ଚିତ୍ରିତ ପୁରୁଷମାନଙ୍କର, ଅର୍ଥାତ୍‍, କଲ୍‍ଦୀୟମାନଙ୍କର ସିନ୍ଦୂରଚିତ୍ରିତ ମୂର୍ତ୍ତି ଦେଖିଲା,
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ଆପଣା ବେଶ୍ୟା କ୍ରିୟା ବଢ଼ାଇଲା; କାରଣ ସେ କାନ୍ଥରେ ଚିତ୍ରିତ ପୁରୁଷମାନଙ୍କର, ଅର୍ଥାତ୍‍, କଲ୍‍ଦୀୟମାନଙ୍କର ସିନ୍ଦୂରଚିତ୍ରିତ ମୂର୍ତ୍ତି ଦେଖିଲା,