Ezekiel 23:15 — Compare Translations

5 translations compared side by side

Odia - 1840
"ସମାନଙ୍କେ କଟୀ ରେ ଅଣ୍ଟାବିନ୍ଧା ଥିଲା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା। ସମାନେେ ସମସ୍ତେ କଲଦୀଯ ଦେଶଜାତ ବାବିଲୋନୀଯମାନଙ୍କ ରୂପ ବିଶିଷ୍ଟ ଅଧିପତିଗଣର ତୁଲ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ କଟୀରେ ପଟୁକା ବନ୍ଧା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା, ସେସମସ୍ତେ ଦେଖିବାକୁ କଲ୍ଦୀୟ ଦେଶଜାତ ବାବିଲୀୟମାନଙ୍କ ରୂପବିଶିଷ୍ଟ ଅଧିପତିଗଣର ତୁଲ୍ୟ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କ କଟିରେ ଅଣ୍ଟାବିନ୍ଧା ଥିଲା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା। ସେମାନେ ସମସ୍ତେ କ‌‌ଲ୍‌‌‌‌ଦୀୟ ଦେଶଜାତ ବାବିଲନୀୟମାନଙ୍କ ରୂପ ବିଶିଷ୍ଟ ଅଧିପତିଗଣର ତୁଲ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ କଟିରେ ପଟୁକା ବନ୍ଧା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା, ସେମାନେ ସମସ୍ତେ ଦେଖିବାକୁ କଲ୍‍ଦୀୟ ଦେଶଜାତ ବାବିଲୀୟମାନଙ୍କ ରୂପବିଶିଷ୍ଟ ଅଧିପତିଗଣର ତୁଲ୍ୟ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ କଟୀରେ ପଟୁକା ବନ୍ଧା, ମସ୍ତକରେ ରଙ୍ଗ ଚିତ୍ରିତ ଭୂଷଣ ଥିଲା, ସେମାନେ ସମସ୍ତେ ଦେଖିବାକୁ କଲ୍‍ଦୀୟ ଦେଶଜାତ ବାବିଲୀୟମାନଙ୍କ ରୂପବିଶିଷ୍ଟ ଅଧିପତିଗଣର ତୁଲ୍ୟ ଥିଲେ।