Ezekiel 23:16 — Compare Translations

5 translations compared side by side

Odia - 1840
"ପୁଣି ଅହଲୀବା ସମାନଙ୍କେ ପ୍ରତି ପ୍ ରମେ ରେ ଆସକ୍ତା ହେଲା ଓ କଲଦୀଯ ଦେଶରୁ ସମାନଙ୍କେୁ ଡ଼କାଇଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ସେମାନଙ୍କୁ ଦେଖିବାମାତ୍ର ସେମାନଙ୍କ ପ୍ରତି ପ୍ରେମରେ ଆସକ୍ତା ହେଲା ଓ କଲ୍ଦୀୟ ଦେଶକୁ ସେମାନଙ୍କ ନିକଟକୁ ଦୂତ ପଠାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଅହଲୀବା ସେମାନଙ୍କ ପ୍ରତି ପ୍ରେମରେ ଆସକ୍ତା ହେଲା ଓ କ‌‌ଲ୍‌‌‌‌ଦୀୟ ଦେଶରୁ ସେମାନଙ୍କୁ ଡକାଇଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ସେମାନଙ୍କୁ ଦେଖିବାମାତ୍ର ସେମାନଙ୍କ ପ୍ରତି ପ୍ରେମରେ ଆସକ୍ତା ହେଲା ଓ କଲ୍‍ଦୀୟ ଦେଶକୁ ସେମାନଙ୍କ ନିକଟକୁ ବାର୍ତ୍ତାବାହକ ପଠାଇଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ସେମାନଙ୍କୁ ଦେଖିବା ମାତ୍ର ସେମାନଙ୍କ ପ୍ରତି ପ୍ରେମରେ ଆସକ୍ତା ହେଲା ଓ କଲ୍‍ଦୀୟ ଦେଶକୁ ସେମାନଙ୍କ ନିକଟକୁ ବାର୍ତ୍ତାବାହକ ପଠାଇଲା।