Ezekiel 23:17 — Compare Translations
5 translations compared side by side
Odia - 1840
"ତେଣୁ ବାବିଲୋନୀଯ ଲୋକମାନେ ତାହା ନିକଟକୁ ଆସି ପ୍ ରମେ କଲେ। ସମାନେେ ବ୍ଯଭିଚାର କ୍ରିଯାଦ୍ବାରା ତାକୁ ଅଶୁଚି କଲେ। ସମାନଙ୍କେ ଦ୍ବାରା ତୁଚ୍ଛ ହବୋ ପ ରେ, ସେ ସମାନଙ୍କେ ପ୍ରତି କ୍ରୋଧିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ବାବିଲୀୟ ଲୋକମାନେ ତାହାର ନିକଟକୁ ଆସି ପ୍ରେମଶଯ୍ୟାରେ ଶୟନ କଲେ ଓ ଆପଣମାନଙ୍କର ବ୍ୟଭିଚାର କ୍ରିୟା ଦ୍ଵାରା ତାହାକୁ ଅଶୁଚି କଲେ, ପୁଣି ସେମାନଙ୍କ ଦ୍ଵାରା ଭ୍ରଷ୍ଟା ହେଲା ଉତ୍ତାରେ ତାହାର ପ୍ରାଣ ସେମାନଙ୍କଠାରୁ ବିମୁଖ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ତେଣୁ ବାବିଲନୀୟ ଲୋକମାନେ ତାହା ନିକଟକୁ ଆସି ପ୍ରେମ କଲେ। ସେମାନେ ବ୍ୟଭିଗ୍ଭର କ୍ରିୟାଦ୍ୱାରା ତାକୁ ଅଶୁଚି କଲେ। ସେମାନଙ୍କ ଦ୍ୱାରା ତୁଚ୍ଛ ହେବା ପରେ, ସେ ସେମାନଙ୍କ ପ୍ରତି କ୍ରୋଧିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ବାବିଲୀୟ ଲୋକମାନେ ତାହାର ନିକଟକୁ ଆସି ପ୍ରେମ ଶଯ୍ୟାରେ ଶୟନ କଲେ ଓ ଆପଣମାନଙ୍କର ବ୍ୟଭିଚାର କ୍ରିୟା ଦ୍ୱାରା ତାହାକୁ ଅଶୁଚି କଲେ, ପୁଣି, ସେମାନଙ୍କ ଦ୍ୱାରା ଭ୍ରଷ୍ଟା ହେଲା ଉତ୍ତାରେ ତାହାର ପ୍ରାଣ ସେମାନଙ୍କଠାରୁ ବିମୁଖ ହେଲା।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ବାବିଲୀୟ ଲୋକମାନେ ତାହାର ନିକଟକୁ ଆସି ପ୍ରେମ ଶଯ୍ୟାରେ ଶୟନ କଲେ ଓ ଆପଣମାନଙ୍କର ବ୍ୟଭିଚାର କ୍ରିୟା ଦ୍ୱାରା ତାହାକୁ ଅଶୁଚି କଲେ, ପୁଣି, ସେମାନଙ୍କ ଦ୍ୱାରା ଭ୍ରଷ୍ଟା ହେଲା ଉତ୍ତାରେ ତାହାର ପ୍ରାଣ ସେମାନଙ୍କଠାରୁ ବିମୁଖ ହେଲା।