Ezekiel 23:18 — Compare Translations

5 translations compared side by side

Odia - 1840
"ଏହିରୂପେ ସେ ନିଜର ବେଶ୍ଯାବୃତ୍ତି ପ୍ରକାଶ କଲା ଓ ନିଜର ଉଲଗ୍ନତା ଅନାବୃତ କଲା। ଏବଂ ମୁଁ ତା'ର ଭଗିନୀଠାରୁ ବିମୁଖ ହେଲା ପରି ତା'ଠାରୁ ମଧ୍ଯ ବିମୁଖ ହଲିେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେ ଆପଣା ବେଶ୍ୟା-କ୍ରିୟା ପ୍ରକାଶ କଲା ଓ ଆପଣା ଉଲଙ୍ଗତା ଅନାବୃତ କଲା; ତହୁଁ ଆମ୍ଭର ପ୍ରାଣ ଯେପରି ତାହାର ଭଗିନୀଠାରୁ ବିମୁଖ ହୋଇଥିଲା, ସେପରି ତାହାଠାରୁ ହିଁ ବିମୁଖ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
“ଏହିରୂପେ ସେ ନିଜର ବେଶ୍ୟାବୃତ୍ତି ପ୍ରକାଶ କଲା ଓ ନିଜର ଉଲଗ୍ନତା ଅନାବୃତ କଲା। ଏବଂ ମୁଁ ତା’ର ଭଗିନୀଠାରୁ ବିମୁଖ ହେଲା ପରି ତା’ଠାରୁ ମଧ୍ୟ ବିମୁଖ ହେଲି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେ ଆପଣା ବେଶ୍ୟା କ୍ରିୟା ପ୍ରକାଶ କଲା ଓ ଆପଣା ଉଲଙ୍ଗତା ଅନାବୃତ କଲା; ତହୁଁ ଆମ୍ଭର ପ୍ରାଣ ଯେପରି ତାହାର ଭଗିନୀଠାରୁ ବିମୁଖ ହୋଇଥିଲା, ସେହିପରି ତାହାଠାରୁ ମଧ୍ୟ ବିମୁଖ ହେଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେ ଆପଣା ବେଶ୍ୟା କ୍ରିୟା ପ୍ରକାଶ କଲା ଓ ଆପଣା ଉଲଙ୍ଗତା ଅନାବୃତ କଲା; ତହୁଁ ଆମ୍ଭର ପ୍ରାଣ ଯେପରି ତାହାର ଭଗିନୀଠାରୁ ବିମୁଖ ହୋଇଥିଲା, ସେହିପରି ତାହାଠାରୁ ମଧ୍ୟ ବିମୁଖ ହେଲା।