Ezekiel 23:19 — Compare Translations
5 translations compared side by side
Odia - 1840
"ସେ ଅଧିକରୁ ଅଧିକ ତା'ର ବେଶ୍ଯାବୃତ୍ତି ବଢ଼ାଇ ଚାଲିଲା। ୟୌବନ କାଳ ରେ ମିଶର ଦେଶ ରେ ଯେଉଁ ବେଶ୍ଯାକର୍ମ କରିଥିଲା ତାହାକୁ ସ୍ମରଣ କରି ସେ ବ୍ଯଭିଚାରିତା ବୃଦ୍ଧି କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ଅଧିକରୁ ଅଧିକ ତା’ର ବେଶ୍ୟାବୃତ୍ତି ବଢ଼ାଇ ଗ୍ଭଲିଲା। ଯୌବନ କାଳରେ ମିଶର ଦେଶରେ ଯେଉଁ ବେଶ୍ୟାକର୍ମ କରିଥିଲା ତାହାକୁ ସ୍ମରଣ କରି ସେ ବ୍ୟଭିଗ୍ଭରିତା ବୃଦ୍ଧି କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା।
Odia IRV 2017 (ଓଡିଆ ବାଇବେଲ)
ତଥାପି ସେ ଆପଣା ଯୌବନ କାଳରେ ମିସର ଦେଶରେ ଯେଉଁ ବେଶ୍ୟା କର୍ମ କରିଥିଲା, ତାହା ସ୍ମରଣ କରି ଆପଣାର ବେଶ୍ୟା କ୍ରିୟା ବଢ଼ାଇଲା।