Ezekiel 23:2 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ସଠାେ ରେ ଏକ ମାତାର କନ୍ଯା ଦୁଇ ଭଉଣୀ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ଦୁଇ ସ୍ତ୍ରୀ ଥିଲେ, ସେମାନେ ଏକ ମାତାର କନ୍ୟା;
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ସେଠାରେ ଏକ ମାତାର କନ୍ୟା ଦୁଇ ଭଉଣୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
“ହେ ମନୁଷ୍ୟ-ସନ୍ତାନ, ଦୁଇ ସ୍ତ୍ରୀ ଥିଲେ, ସେମାନେ ଏକ ମାତାର କନ୍ୟା;
Odia IRV 2017 (ଓଡିଆ ବାଇବେଲ)
“ହେ ମନୁଷ୍ୟ-ସନ୍ତାନ, ଦୁଇ ସ୍ତ୍ରୀ ଥିଲେ, ସେମାନେ ଏକ ମାତାର କନ୍ୟା;