Ezekiel 23:20 — Compare Translations
5 translations compared side by side
Odia - 1840
"ଆଉ ସେ ଗର୍ଦ୍ଦଭ ପରି ୟୌନାଙ୍ଗ ବିଶିଷ୍ଟ ଓ ଅଶ୍ବପରି ରତେ ବିଶିଷ୍ଟ ଉପପତିମାନଙ୍କଠା ରେ ଆସକ୍ତା ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ଵଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତି-ମାନଙ୍କଠାରେ ସେ ଆସକ୍ତା ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେ ଗର୍ଦ୍ଦଭ ପରି ଯୌନାଙ୍ଗ ବିଶିଷ୍ଟ ଓ ଅଶ୍ୱପରି ରେତ ବିଶିଷ୍ଟ ଉପପତିମାନଙ୍କଠାରେ ଆସକ୍ତା ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ୱଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତିମାନଙ୍କଠାରେ ସେ ଆସକ୍ତା ହେଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଗର୍ଦ୍ଦଭଗଣର ପରି ମାଂସବିଶିଷ୍ଟ ଓ ଅଶ୍ୱଗଣର ପରି ରେତଃବିଶିଷ୍ଟ, ସେମାନଙ୍କ ଉପପତିମାନଙ୍କଠାରେ ସେ ଆସକ୍ତା ହେଲା।