Ezekiel 23:21 — Compare Translations
5 translations compared side by side
Odia - 1840
" ହେ ଅହଲୀବା, ତୁମ୍ଭେ ୟୌବନ କାଳ ରେ ମିଶରୀଯମାନଙ୍କ ଦ୍ବାରା ଯେପରି ତୁମ୍ଭର କୁଚାଗ୍ରକୁ ମର୍ଦ୍ଦନ କରାଉଥିଲ, ସହେି ପ୍ରକାର ଲମ୍ଫଟତାକୁ ସ୍ମରଣ କରୁଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ପ୍ରକାରେ ମିସ୍ରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଟିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ଅହଲୀବା, ତୁମ୍ଭେ ଯୌବନ କାଳରେ ମିଶରୀୟମାନଙ୍କ ଦ୍ୱାରା ଯେପରି ତୁମ୍ଭର କୁଗ୍ଭଗ୍ରକୁ ମର୍ଦ୍ଦନ କରାଉଥିଲ, ସେହି ପ୍ରକାର ଲମ୍ଫଟତାକୁ ସ୍ମରଣ କରୁଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ପ୍ରକାରେ ମିସରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଟିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ।”
Odia IRV 2017 (ଓଡିଆ ବାଇବେଲ)
ଏହି ପ୍ରକାରେ ମିସ୍ରୀୟମାନେ ଯେଉଁ ସମୟରେ ଯୌବନକାଳୀନ ସ୍ତନ ବୋଲି ତୁମ୍ଭର କୁଚାଗ୍ର ଚିପିଥିଲେ, ତୁମ୍ଭେ ଆପଣା ଯୌବନ କାଳର ସେହି ଲମ୍ପଟାଚରଣ ସ୍ମରଣ କରୁଅଛ।