Ezekiel 23:22 — Compare Translations
5 translations compared side by side
Odia - 1840
"ଏଣୁ ହେ ଅହଲୀବା, ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, 'ମୁଁ ତୁମ୍ଭ୍ ପ୍ ରମେିକମାନଙ୍କୁ ତୁମ୍ଭ ବିରୁଦ୍ଧ ରେ ଉଠାଇବି। ସହେି ପ୍ ରମେିକମାନେ ୟିଏ ତୁମ୍ଭକୁ ହତାଶ କଲେ, ତୁମ୍ଭକୁ ଘରେି ଯିବେ। ମୁଁ ଏହା ଘଟିବାକୁ କାରଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ହେ ଅହଲୀବେ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା;
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ହେ ଅହଲୀବା, ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, ‘ମୁଁ ତୁମ୍ଭ ପ୍ରେମିକମାନଙ୍କୁ ତୁମ୍ଭ ବିରୁଦ୍ଧରେ ଉଠାଇବି। ସେହି ପ୍ରେମିକମାନେ ଯିଏ ତୁମ୍ଭକୁ ହତାଶ କଲେ, ତୁମ୍ଭକୁ ଘେରି ଯିବେ। ମୁଁ ଏହା ଘଟିବାକୁ କାରଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ହେ ଅହଲୀବା, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, “ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା;
Odia IRV 2017 (ଓଡିଆ ବାଇବେଲ)
ଏନିମନ୍ତେ ହେ ଅହଲୀବା, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି, ଦେଖ, ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ତୁମ୍ଭର ସେହି ପ୍ରେମିକମାନଙ୍କୁ ଆମ୍ଭେ ତୁମ୍ଭ ବିରୁଦ୍ଧରେ ଉଠାଇବା ଓ ଚତୁର୍ଦ୍ଦିଗରୁ ସେମାନଙ୍କୁ ତୁମ୍ଭ ବିରୁଦ୍ଧରେ ଆଣିବା;