Ezekiel 23:24 — Compare Translations

5 translations compared side by side

Odia - 1840
"ସମାନେେ ଅସ୍ତ୍ରଶସ୍ତ୍ର, ରଥ ଓ ଅଶ୍ବ ସହିତ ସମସ୍ତ ଗୋଷ୍ଠୀଗଣକୁ ଧରି ତୁମ୍ଭ ବିରୁଦ୍ଧ ରେ ଆସିବେ। ସମାନେେ ଚର୍ମ, ଢ଼ାଲ ଓ ଟୋପର ଧରି ଚତୁର୍ଦ୍ଦିଗ ରେ ତୁମ୍ଭ ବିରୁଦ୍ଧ ରେ ବେଢ଼ିଯିବେ। ମୁଁ ତୁମ୍ଭକୁ ଦଣ୍ଡ ଦବୋ ପାଇଁ ସମାନଙ୍କେୁ ପ୍ରଯୋଗ କରିବି ଓ ସମାନେେ ସମାନଙ୍କେର ବିଧି ଅନୁସାରେ ତୁମ୍ଭର ଶାସ୍ତି ବିଧାନ କରିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଅସ୍ତ୍ରଶସ୍ତ୍ର, ରଥ ଓ ଶକଟ ଓ ଗୋଷ୍ଠୀଗଣର ସମାଜ ନେଇ ତୁମ୍ଭ ବିରୁଦ୍ଧରେ ଆସିବେ; ସେମାନେ ସାନ ଓ ବଡ଼ ଢାଲ ଓ ଟୋପର ଧରି ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣାମାନଙ୍କୁ ସଜାଇବେ; ଆଉ, ଆମ୍ଭେ ସେମାନଙ୍କ ହସ୍ତରେ ବିଚାରର ଭାର ସମର୍ପଣ କରିବା ଓ ସେମାନେ ଆପଣାମାନଙ୍କର ବିଚାରାନୁସାରେ ତୁମ୍ଭର ବିଚାର କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ଅସ୍ତ୍ରଶସ୍ତ୍ର, ରଥ ଓ ଅଶ୍ୱ ସହିତ ସମସ୍ତ ଗୋଷ୍ଠୀଗଣକୁ ଧରି ତୁମ୍ଭ ବିରୁଦ୍ଧରେ ଆସିବେ। ସେମାନେ ଚର୍ମ, ଢାଲ ଓ ଟୋପର ଧରି ଚତୁର୍ଦ୍ଦିଗରେ ତୁମ୍ଭ ବିରୁଦ୍ଧରେ ବେଢ଼ିଯିବେ। ମୁଁ ତୁମ୍ଭକୁ ଦଣ୍ଡ ଦେବା ପାଇଁ ସେମାନଙ୍କୁ ପ୍ରୟୋଗ କରିବି ଓ ସେମାନେ ସେମାନଙ୍କର ବିଧି ଅନୁସାରେ ତୁମ୍ଭର ଶାସ୍ତି ବିଧାନ କରିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଅସ୍ତ୍ରଶସ୍ତ୍ର, ରଥ, ଶକଟ ଓ ଗୋଷ୍ଠୀଗଣର ସମାଜ ନେଇ ତୁମ୍ଭ ବିରୁଦ୍ଧରେ ଆସିବେ; ସେମାନେ ସାନ ଓ ବଡ଼ ଢାଲ ଓ ଟୋପର ଧରି ତୁମ୍ଭ ବିରୁଦ୍ଧରେ ଚତୁର୍ଦ୍ଦିଗରେ ଆପଣାମାନଙ୍କୁ ସଜାଇବେ; ଆଉ, ଆମ୍ଭେ ସେମାନଙ୍କ ହସ୍ତରେ ବିଚାରର ଭାର ସମର୍ପଣ କରିବା ଓ ସେମାନେ ଆପଣାମାନଙ୍କର ବିଚାରାନୁସାରେ ତୁମ୍ଭର ବିଚାର କରିବେ।
Odia IRV 2017 (ଓଡିଆ ବାଇବେଲ)