Ezekiel 23:25 — Compare Translations
5 translations compared side by side
Odia - 1840
"ଏବଂ ମୁଁ ତୁମ୍ଭ ବିରୁଦ୍ଧ ରେ ମାରେ ହିଂସାର ଶକ୍ତି ପ୍ରକାଶ କରିବି। ତେଣୁ ସମାନେ କୋପ ରେ ତୁମ୍ଭକୁ ଆଘାତ କରିବେ। ସମାନେେ ତୁମ୍ଭର ନାସିକା ଓ କର୍ଣ୍ଣ କାଟି ପକାଇବେ ଓ ଖଡ୍ଗ ରେ ତୁମ୍ଭକୁ ହତ୍ଯା କରିବେ। ତୁମ୍ଭର ଅବଶିଷ୍ଟ ଲୋକ ମଧ୍ଯ ଖଡ୍ଗ ରେ ପତିତ ହବେେ। ସମାନେେ ତୁମ୍ଭର ପୁତ୍ରକନ୍ଯାଗଣକୁ ନଇେଯିବେ ଓ ତୁମ୍ଭର ଅବଶିଷ୍ଟ ଲୋକ ଅଗ୍ନି ରେ ଗ୍ରାସିତ ହବେେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆମ୍ଭର ଅନ୍ତର୍ଜ୍ଵାଳା ରଖିବା, ତହିଁରେ ସେମାନେ କୋପରେ ତୁମ୍ଭ ପ୍ରତି ବ୍ୟବହାର କରିବେ; ସେମାନେ ତୁମ୍ଭର ନାସିକା ଓ କର୍ଣ୍ଣ କାଟି ପକାଇବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଖଡ଼୍ଗରେ ପତିତ ହେବେ; ସେମାନେ ତୁମ୍ଭର ପୁତ୍ର କନ୍ୟାଗଣକୁ ନେଇଯିବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଅଗ୍ନି ଦ୍ଵାରା ଗ୍ରାସିତ ହେବେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ମୁଁ ତୁମ୍ଭ ବିରୁଦ୍ଧରେ ମୋର ହିଂସାର ଶକ୍ତି ପ୍ରକାଶ କରିବି। ତେଣୁ ସେମାନ କୋପରେ ତୁମ୍ଭକୁ ଆଘାତ କରିବେ। ସେମାନେ ତୁମ୍ଭର ନାସିକା ଓ କର୍ଣ୍ଣ କାଟି ପକାଇବେ ଓ ଖଡ଼୍ଗରେ ତୁମ୍ଭକୁ ହତ୍ୟା କରିବେ। ତୁମ୍ଭର ଅବଶିଷ୍ଟ ଲୋକ ମଧ୍ୟ ଖଡ଼୍ଗରେ ପତିତ ହେବେ। ସେମାନେ ତୁମ୍ଭର ପୁତ୍ରକନ୍ୟାଗଣକୁ ନେଇଯିବେ ଓ ତୁମ୍ଭର ଅବଶିଷ୍ଟ ଲୋକ ଅଗ୍ନିରେ ଗ୍ରାସିତ ହେବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆମ୍ଭର ଅନ୍ତର୍ଜ୍ୱାଳା ରଖିବା, ତହିଁରେ ସେମାନେ କୋପରେ ତୁମ୍ଭ ପ୍ରତି ବ୍ୟବହାର କରିବେ; ସେମାନେ ତୁମ୍ଭର ନାସିକା ଓ କର୍ଣ୍ଣ କାଟି ପକାଇବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଖଡ୍ଗରେ ପତିତ ହେବେ; ସେମାନେ ତୁମ୍ଭର ପୁତ୍ରକନ୍ୟାଗଣକୁ ନେଇଯିବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଅଗ୍ନି ଦ୍ୱାରା ଗ୍ରାସିତ ହେବେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆମ୍ଭେ ତୁମ୍ଭ ବିରୁଦ୍ଧରେ ଆମ୍ଭର ଅନ୍ତର୍ଜ୍ୱାଳା ରଖିବା, ତହିଁରେ ସେମାନେ କୋପରେ ତୁମ୍ଭ ପ୍ରତି ବ୍ୟବହାର କରିବେ; ସେମାନେ ତୁମ୍ଭର ନାସିକା ଓ କର୍ଣ୍ଣ କାଟି ପକାଇବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଖଡ୍ଗରେ ପତିତ ହେବେ; ସେମାନେ ତୁମ୍ଭର ପୁତ୍ର କନ୍ୟାଗଣକୁ ନେଇଯିବେ ଓ ତୁମ୍ଭର ଅବଶିଷ୍ଟ ଲୋକମାନେ ଅଗ୍ନି ଦ୍ୱାରା ଗ୍ରାସିତ ହେବେ।