Ezekiel 23:26 — Compare Translations
5 translations compared side by side
Odia - 1840
"ସମାନେେ ତୁମ୍ଭକୁ ବିବସ୍ତ୍ରା କରି ତୁମ୍ଭର ସୁନ୍ଦର ଅଳଙ୍କାର ସବୁ ନଇେଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନେ ମଧ୍ୟ ତୁମ୍ଭକୁ ବିବସ୍ତ୍ରା କରିବେ ଓ ତୁମ୍ଭର ସୁନ୍ଦର ଅଳଙ୍କାରସବୁ ନେଇଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ତୁମ୍ଭକୁ ବିବସ୍ତ୍ରା କରି ତୁମ୍ଭର ସୁନ୍ଦର ଅଳଙ୍କାର ସବୁ ନେଇଯିବେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନେ ମଧ୍ୟ ତୁମ୍ଭକୁ ବିବସ୍ତ୍ରା କରିବେ ଓ ତୁମ୍ଭର ସୁନ୍ଦର ଅଳଙ୍କାରସବୁ ନେଇଯିବେ।
Odia IRV 2017 (ଓଡିଆ ବାଇବେଲ)
ସେମାନେ ମଧ୍ୟ ତୁମ୍ଭକୁ ବିବସ୍ତ୍ରା କରିବେ ଓ ତୁମ୍ଭର ସୁନ୍ଦର ଅଳଙ୍କାରସବୁ ନେଇଯିବେ।