Ezekiel 23:27 — Compare Translations

5 translations compared side by side

Odia - 1840
"କିନ୍ତୁ ମୁଁ ତୁମ୍ଭକୁ ବ୍ଯଭିଚାରିତାଠାରୁ ବନ୍ଦ କରିବି, ମୁଁ ତୁମ୍ଭର ସମସ୍ତ ଅସାର କାର୍ୟ୍ଯଗୁଡ଼ିକ ମିଶର ସହିତ ବନ୍ଦ କରିବି। ତେଣୁ ତୁମ୍ଭେ ମିଶର ପ୍ରତି ଅନାଇବ ନାହିଁ ଏବଂ ସମାନଙ୍କେୁ ଆଉ ସ୍ମରଣ କରିବ ନାହିଁ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଆମ୍ଭେ ତୁମ୍ଭର ଲମ୍ପଟାଚରଣ ଓ ମିସର ଦେଶରୁ ଶିକ୍ଷିତ ତୁମ୍ଭର ବ୍ୟଭିଚାର କ୍ରିୟା ନିବୃତ୍ତ କରାଇବା; ତହିଁରେ ତୁମ୍ଭେ ସେମାନଙ୍କ ପ୍ରତି ଆଉ ଅନାଇବ ନାହିଁ, କି ମିସରକୁ ଆଉ ସ୍ମରଣ କରିବ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ମୁଁ ତୁମ୍ଭକୁ ବ୍ୟଭିଗ୍ଭରିତାଠାରୁ ବନ୍ଦ କରିବି, ମୁଁ ତୁମ୍ଭର ସମସ୍ତ ଅସାର କାର୍ଯ୍ୟଗୁଡ଼ିକ ମିଶର ସହିତ ବନ୍ଦ କରିବି। ତେଣୁ ତୁମ୍ଭେ ମିଶର ପ୍ରତି ଅନାଇବ ନାହିଁ ଏବଂ ସେମାନଙ୍କୁ ଆଉ ସ୍ମରଣ କରିବ ନାହିଁ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଆମ୍ଭେ ତୁମ୍ଭର ଲମ୍ପଟାଚରଣ ଓ ମିସର ଦେଶରୁ ଶିକ୍ଷିତ ତୁମ୍ଭର ବ୍ୟଭିଚାର କ୍ରିୟା ନିବୃତ୍ତ କରାଇବା; ତହିଁରେ ତୁମ୍ଭେ ସେମାନଙ୍କ ପ୍ରତି ଆଉ ଅନାଇବ ନାହିଁ, କି ମିସରକୁ ଆଉ ସ୍ମରଣ କରିବ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଆମ୍ଭେ ତୁମ୍ଭର ଲମ୍ପଟାଚରଣ ଓ ମିସର ଦେଶରୁ ଶିକ୍ଷିତ ତୁମ୍ଭର ବ୍ୟଭିଚାର କ୍ରିୟା ନିବୃତ୍ତ କରାଇବା; ତହିଁରେ ତୁମ୍ଭେ ସେମାନଙ୍କ ପ୍ରତି ଆଉ ଅନାଇବ ନାହିଁ, କି ମିସରକୁ ଆଉ ସ୍ମରଣ କରିବ ନାହିଁ।