Ezekiel 23:28 — Compare Translations

5 translations compared side by side

Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ଏହି କଥା କହନ୍ତି, ଯେଉଁମାନଙ୍କୁ ତୁମ୍ଭେ ଘୃଣା କରୁଅଛ ଓ ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହାଇେଅଛି, ସମାନଙ୍କେ ହସ୍ତ ରେ ମୁଁ ତୁମ୍ଭକୁ ସମର୍ପଣ କରିବି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେଉଁମାନଙ୍କୁ ତୁମ୍ଭେ ଘୃଣା କରୁଅଛଓ ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ସେମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପଣ କରିବା;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ, ମୋର ପ୍ରଭୁ ଏହି କଥା କହନ୍ତି, “ଯେଉଁମାନଙ୍କୁ ତୁମ୍ଭେ ଘୃଣା କରୁଅଛ ଓ ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ସେମାନଙ୍କ ହସ୍ତରେ ମୁଁ ତୁମ୍ଭକୁ ସମର୍ପଣ କରିବି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେଉଁମାନଙ୍କୁ ତୁମ୍ଭେ ଘୃଣା କରୁଅଛ ଓ ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ସେମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପଣ କରିବା;
Odia IRV 2017 (ଓଡିଆ ବାଇବେଲ)
କାରଣ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଦେଖ, ଯେଉଁମାନଙ୍କୁ ତୁମ୍ଭେ ଘୃଣା କରୁଅଛ ଓ ଯେଉଁମାନଙ୍କଠାରୁ ତୁମ୍ଭର ପ୍ରାଣ ବିମୁଖ ହୋଇଅଛି, ସେମାନଙ୍କ ହସ୍ତରେ ଆମ୍ଭେ ତୁମ୍ଭକୁ ସମର୍ପଣ କରିବା;