Ezekiel 23:29 — Compare Translations
5 translations compared side by side
Odia - 1840
"ଆଉ ସମାନେେ ତୁମ୍ଭକୁ ଘୃଣ୍ଯ ଭାବରେ ବ୍ଯବହାର କରିବେ ଓ ତୁମ୍ଭର ସମସ୍ତ ପରିଶ୍ରମର ଫଳ ହରଣ କରିବେ। ପୁଣି ତୁମ୍ଭକୁ ଉଲଗ୍ନା ଓ ବିବସନା କରି ଛାଡ଼ି ଦବେେ। ତଦ୍ଦ୍ବାରା ତୁମ୍ଭର ବ୍ଯଭିଚାର ଜନିତ ଉଲଗ୍ନତା, ତୁମ୍ଭର ଲମ୍ଫଟତା ଓ ତୁମ୍ଭର ବେଶ୍ଯାବୃତ୍ତି ପ୍ରକାଶ ପାଇବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ ଘୃଣା ଭାବରେ ତୁମ୍ଭ ପ୍ରତି ବ୍ୟବହାର କରିବେ ଓ ତୁମ୍ଭର ସକଳ ପରିଶ୍ରମର ଫଳ ହରଣ କରିବେ, ଆଉ ତୁମ୍ଭକୁ ଉଲଙ୍ଗିନୀ ଓ ବିବସ୍ତ୍ର କରି ଛାଡ଼ି ଦେବେ; ତହିଁରେ ତୁମ୍ଭର ବ୍ୟଭିଚାର ଘଟିତ ଉଲଙ୍ଗତା, ତୁମ୍ଭର ଲମ୍ପଟାଚରଣ ଓ ବେଶ୍ୟା-କ୍ରିୟା ପ୍ରକାଶିତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନେ ତୁମ୍ଭକୁ ଘୃଣ୍ୟ ଭାବରେ ବ୍ୟବହାର କରିବେ ଓ ତୁମ୍ଭର ସମସ୍ତ ପରିଶ୍ରମର ଫଳ ହରଣ କରିବେ। ପୁଣି ତୁମ୍ଭକୁ ଉଲଗ୍ନା ଓ ବିବସନା କରି ଛାଡ଼ି ଦେବେ। ତଦ୍ଦ୍ୱାରା ତୁମ୍ଭର ବ୍ୟଭିଗ୍ଭର ଜନିତ ଉଲଗ୍ନତା, ତୁମ୍ଭର ଲମ୍ଫଟତା ଓ ତୁମ୍ଭର ବେଶ୍ୟାବୃତ୍ତି ପ୍ରକାଶ ପାଇବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ ଘୃଣା ଭାବରେ ତୁମ୍ଭ ପ୍ରତି ବ୍ୟବହାର କରିବେ ଓ ତୁମ୍ଭର ସକଳ ପରିଶ୍ରମର ଫଳ ହରଣ କରିବେ, ଆଉ ତୁମ୍ଭକୁ ଉଲଙ୍ଗିନୀ ଓ ବିବସ୍ତ୍ର କରି ଛାଡ଼ି ଦେବେ; ତହିଁରେ ତୁମ୍ଭର ବ୍ୟଭିଚାର ଘଟିତ ଉଲଙ୍ଗତା, ତୁମ୍ଭର ଲମ୍ପଟାଚରଣ ଓ ବେଶ୍ୟା କ୍ରିୟା ପ୍ରକାଶିତ ହେବ।
Odia IRV 2017 (ଓଡିଆ ବାଇବେଲ)