Ezekiel 23:3 — Compare Translations

5 translations compared side by side

Odia - 1840
"ସମାନେେ କିଶୋରୀ ସମୟରେ ମିଶର ରେ ବ୍ଯଭିଚାରିଣୀ ହେଲେ। ସେ ସ୍ଥାନ ରେ ସମାନଙ୍କେର ସ୍ତନ ମର୍ଦ୍ଦିତ ହେଲା ଓ ଲୋକମାନେ ସମାନଙ୍କେର କୌମାର୍ୟ୍ଯକାଳୀନ କୁଚାଗ୍ର ମନ୍ଥନ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ କିଶୋରୀ ସମୟରେ ମିଶରରେ ବ୍ୟଭିଗ୍ଭରିଣୀ ହେଲେ। ସେ ସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା ଓ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଗ୍ଭଗ୍ର ମନ୍ଥନ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେହି ସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଟିପିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ମିସରରେ ବ୍ୟଭିଚାର କଲେ; ସେମାନେ ଯୌବନ କାଳରେ ବ୍ୟଭିଚାର କଲେ; ସେହି ସ୍ଥାନରେ ସେମାନଙ୍କର ସ୍ତନ ମର୍ଦ୍ଦିତ ହେଲା, ଆଉ ସେହି ସ୍ଥାନରେ ଲୋକମାନେ ସେମାନଙ୍କର କୌମାର୍ଯ୍ୟକାଳୀନ କୁଚାଗ୍ର ଚିପିଲେ।