Ezekiel 23:30 — Compare Translations
5 translations compared side by side
Odia - 1840
"ତୁମ୍ଭେ ଅନ୍ୟ ଦେଶୀଯମାନଙ୍କର ଅନୁଗାମିନୀ ହାଇେ ବେଶ୍ଯାବୃତ୍ତି କରିଅଛ ଓ ସମାନଙ୍କେର ପ୍ରତିମାଗଣ ଦ୍ବାରା ନିଜକୁ ଅଶୁଚି କରିଅଛ। ଏଥିପାଇଁ ତୁମ୍ଭ ପ୍ରତି ଏସବୁ କରାୟିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ବେଶ୍ୟାର ନ୍ୟାୟ ଅନ୍ୟ ଦେଶୀୟମାନଙ୍କର ଅନୁଗାମିନୀ ହୋଇଅଛ ଓ ସେମାନଙ୍କର ପ୍ରତିମାଗଣ ଦ୍ଵାରା ଅଶୁଚୀକୃତ ହୋଇଅଛ, ଏଥିପାଇଁ ତୁମ୍ଭ ପ୍ରତି ଏହିସବୁ କରାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ଅନ୍ୟ ଦେଶୀୟମାନଙ୍କର ଅନୁଗାମୀନୀ ହୋଇ ବେଶ୍ୟାବୃତ୍ତି କରିଅଛ ଓ ସେମାନଙ୍କର ପ୍ରତିମାଗଣ ଦ୍ୱାରା ନିଜକୁ ଅଶୁଚି କରିଅଛ। ଏଥିପାଇଁ ତୁମ୍ଭ ପ୍ରତି ଏସବୁ କରାଯିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ବେଶ୍ୟାର ନ୍ୟାୟ ଅନ୍ୟଦେଶୀୟମାନଙ୍କର ଅନୁଗାମିନୀ ହୋଇଅଛ ଓ ସେମାନଙ୍କର ପ୍ରତିମାଗଣ ଦ୍ୱାରା ଅଶୁଚୀକୃତ ହୋଇଅଛ, ଏଥିପାଇଁ ତୁମ୍ଭ ପ୍ରତି ଏହିସବୁ କରାଯିବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ବେଶ୍ୟାର ନ୍ୟାୟ ଅନ୍ୟ ଦେଶୀୟମାନଙ୍କର ଅନୁଗାମିନୀ ହୋଇଅଛ ଓ ସେମାନଙ୍କର ପ୍ରତିମାଗଣ ଦ୍ୱାରା ଅଶୁଚୀକୃତ ହୋଇଅଛ, ଏଥିପାଇଁ ତୁମ୍ଭ ପ୍ରତି ଏହିସବୁ କରାଯିବ।