Ezekiel 23:31 — Compare Translations
5 translations compared side by side
Odia - 1840
"ତୁମ୍ଭେ ନିଜ ଭଗିନୀର ପଥ ଅନୁସରଣ କରିଅଛ। ଏଣୁ ମୁଁ ତା'ର ପାନପାତ୍ର ତୁମ୍ଭ ହସ୍ତ ରେ ଦବେି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ଆପଣାର ଭଗିନୀର ପଥରେ ଗମନ କରିଅଛ; ଏଥିପାଇଁ ଆମ୍ଭେ ତାହାର ପାନପାତ୍ର ତୁମ୍ଭ ହସ୍ତରେ ଦେବା ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ନିଜ ଭଗିନୀର ପଥ ଅନୁସରଣ କରିଅଛ। ଏଣୁ ମୁଁ ତା’ର ପାନପାତ୍ର ତୁମ୍ଭ ହସ୍ତରେ ଦେବି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ଆପଣାର ଭଗିନୀର ପଥରେ ଗମନ କରିଅଛ; ଏଥିପାଇଁ ଆମ୍ଭେ ତାହାର ପାନପାତ୍ର ତୁମ୍ଭ ହସ୍ତରେ ଦେବା।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ଆପଣାର ଭଗିନୀର ପଥରେ ଗମନ କରିଅଛ; ଏଥିପାଇଁ ଆମ୍ଭେ ତାହାର ପାନପାତ୍ର ତୁମ୍ଭ ହସ୍ତରେ ଦେବା।