Ezekiel 23:33 — Compare Translations

5 translations compared side by side

Odia - 1840
"ତୁମ୍ଭେ ମତ୍ତ ହାଇେ ଶାେକରେ ଆତୁର ହବେ। ତୁମ୍ଭର ଭଗିନୀ ଶମରିଯାର ପରିପୂର୍ଣ୍ଣ ହେଲାପରି ତୁମ୍ଭର ପାତ୍ର ଧ୍ବଂସ ଓ ବିନାଶ ରେ ପରିପୂର୍ଣ୍ଣ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ମତ୍ତତା ଓ ଶୋକରେ ପରିପୂର୍ଣ୍ଣ ହେବ, ବିସ୍ମୟ ଓ ଧ୍ଵଂସରୂପ ପାତ୍ରରେ, ତୁମ୍ଭ ଭଗିନୀ ଶମରୀୟାର ପାତ୍ରରେ ପରିପୂର୍ଣ୍ଣ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ମତ୍ତ ହୋଇ ଶୋକରେ ଆତୁର ହେବ। ତୁମ୍ଭର ଭଗିନୀ ଶମରିୟାର ପରିପୂର୍ଣ୍ଣ ହେଲାପରି ତୁମ୍ଭର ପାତ୍ର ଧ୍ୱଂସ ଓ ବିନାଶରେ ପରିପୂର୍ଣ୍ଣ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ମତ୍ତତା ଓ ଶୋକରେ ପରିପୂର୍ଣ୍ଣ ହେବ, ବିସ୍ମୟ ଓ ଧ୍ୱଂସରୂପ ପାତ୍ରରେ, ତୁମ୍ଭ ଭଗିନୀ ଶମରୀୟାର ପାତ୍ରରେ ପରିପୂର୍ଣ୍ଣ ହେବ।
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ମତ୍ତତା ଓ ଶୋକରେ ପରିପୂର୍ଣ୍ଣ ହେବ, ବିସ୍ମୟ ଓ ଧ୍ୱଂସରୂପ ପାତ୍ରରେ, ତୁମ୍ଭ ଭଗିନୀ ଶମରୀୟାର ପାତ୍ରରେ ପରିପୂର୍ଣ୍ଣ ହେବ।