Ezekiel 23:34 — Compare Translations

5 translations compared side by side

Odia - 1840
"ତୁମ୍ଭେ ସହେି ପାତ୍ରରୁ ସମସ୍ତ ବିଷ ନିଗାଡ଼ି ପାନ କରିବ ଏବଂ ସହେି ପାତ୍ରକୁ ଫିଙ୍ଗି ଖଣ୍ଡ ବିଖଣ୍ଡିତ କରିବ। ତୁମ୍ଭ ୟନ୍ତ୍ରଣା ତୁମ୍ଭର ସ୍ତନକୁ ବିଦୀର୍ଣ୍ଣ କରିବ। କାରଣ ମୁଁ ପ୍ରଭୁ ସଦାପ୍ରଭୁ ଏହା କହୁଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତୁମ୍ଭେ ତାହା ନିଗାଡ଼ି ପାନ କରିବ ଓ ତହିଁର ଭଗ୍ନଖଣ୍ତ ଚୋବାଇ ଆପଣା ସ୍ତନ ବିଦୀର୍ଣ୍ଣ କରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି;
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେ ସେହି ପାତ୍ରରୁ ସମସ୍ତ ବିଷ ନିଗାଡ଼ି ପାନ କରିବ ଏବଂ ସେହି ପାତ୍ରକୁ ଫିଙ୍ଗି ଖଣ୍ଡ ବିଖଣ୍ଡିତ କରିବ। ତୁମ୍ଭ ଯନ୍ତ୍ରଣା ତୁମ୍ଭର ସ୍ତନକୁ ବିଦୀର୍ଣ୍ଣ କରିବ। କାରଣ ମୁଁ ପ୍ରଭୁ ସଦାପ୍ରଭୁ ଏହା କହୁଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତୁମ୍ଭେ ତାହା ନିଗାଡ଼ି ପାନ କରିବ ଓ ତହିଁର ଭଗ୍ନଖଣ୍ଡ ଚୋବାଇ ଆପଣା ସ୍ତନ ବିଦୀର୍ଣ୍ଣ କରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;
Odia IRV 2017 (ଓଡିଆ ବାଇବେଲ)
ତୁମ୍ଭେ ତାହା ନିଗାଡ଼ି ପାନ କରିବ ଓ ତହିଁର ଭଗ୍ନଖଣ୍ଡ ଚୋବାଇ ଆପଣା ସ୍ତନ ବିଦୀର୍ଣ୍ଣ କରିବ; କାରଣ ଆମ୍ଭେ ଏହା କହିଅଛୁ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି;