Ezekiel 23:35 — Compare Translations
5 translations compared side by side
Odia - 1840
" ତେଣୁ ସଦାପ୍ରଭୁ, ମାରେ ପ୍ରଭୁ କହନ୍ତି, 'ତୁମ୍ଭେ ଆମ୍ଭକୁ ପାଶୋରି ଦଇେଛ ଓ ମାେତେ ତୁମ୍ଭ ପଛ ରେ ପକାଇ ଛାଡ଼ି ଚାଲିୟାଇଛ। ତେଣୁ ତୁମ୍ଭେ ତୁମ୍ଭର ଘୃଣ୍ଯ ଚିନ୍ତାଗୁଡ଼ିକ ଓ ବ୍ଯଭିଚାରିତାର ପାଇଁ ଦଣ୍ଡ ସହିବ।'"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର ।
Odia Bible ERV 2004 (ପବିତ୍ର ବାଇବଲ)
“ତେଣୁ ସଦାପ୍ରଭୁ, ମୋର ପ୍ରଭୁ କହନ୍ତି, ‘ତୁମ୍ଭେ ଆମ୍ଭକୁ ପାଶୋରି ଦେଇଛ ଓ ମୋତେ ତୁମ୍ଭ ପଛରେ ପକାଇ ଛାଡ଼ି ଗ୍ଭଲିଯାଇଛ। ତେଣୁ ତୁମ୍ଭେ ତୁମ୍ଭର ଘୃଣ୍ୟ ଚିନ୍ତାଗୁଡ଼ିକ ଓ ବ୍ୟଭିଗ୍ଭରିତାର ପାଇଁ ଦଣ୍ଡ ସହିବ।’”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର।”
Odia IRV 2017 (ଓଡିଆ ବାଇବେଲ)
ଏହେତୁ ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେ ଆମ୍ଭକୁ ପାସୋରିଅଛ ଓ ତୁମ୍ଭ ପଛଆଡ଼େ ଆମ୍ଭକୁ ପକାଇଅଛ, ଏଥିପାଇଁ ତୁମ୍ଭେ ମଧ୍ୟ ଆପଣା ଲମ୍ପଟାଚରଣ ଓ ବ୍ୟଭିଚାର କ୍ରିୟାର ଭାର ବହନ କର।”