Ezekiel 23:36 — Compare Translations
5 translations compared side by side
Odia - 1840
"ସଦାପ୍ରଭୁ, ମାରେ ପ୍ରଭୁ ମାେତେ କହିଲେ, ହେ ମନୁଷ୍ଯ ପୁତ୍ର, ତୁମ୍ଭେ କ'ଣ ଅହଲାର ଓ ଅହଲୀବାର ବିଚାର କରିବ? ତବେେ ସମାନଙ୍କେର ଘୃଣା ଯୋଗ୍ଯ କ୍ରିଯାସବୁ ସମାନଙ୍କେୁ ଜଣାଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁ ଆହୁରି ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଅହଲାର ଓ ଅହଲୀବାର ବିଚାର କରିବ? ତେବେ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ;
Odia Bible ERV 2004 (ପବିତ୍ର ବାଇବଲ)
ଅହଲା ଓ ଅହଲୀବା ବିରୁଦ୍ଧରେ ବିଗ୍ଭର ସଦାପ୍ରଭୁ, ମୋର ପ୍ରଭୁ ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ କ’ଣ ଅହଲାର ଓ ଅହଲୀବାର ବିଗ୍ଭର କରିବ? ତେବେ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜଣାଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁ ଆହୁରି ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଅହଲାର ଓ ଅହଲୀବାର ବିଚାର କରିବ? ତେବେ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ;
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁ ଆହୁରି ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ କି ଅହଲାର ଓ ଅହଲୀବାର ବିଚାର କରିବ? ତେବେ ସେମାନଙ୍କର ଘୃଣାଯୋଗ୍ୟ କ୍ରିୟାସବୁ ସେମାନଙ୍କୁ ଜ୍ଞାତ କରାଅ;