Ezekiel 23:37 — Compare Translations

5 translations compared side by side

Odia - 1840
"କାରଣ ଏହି ଯେ ସମାନେେ ବ୍ଯଭିଚାର ରେ ସିଦ୍ଧ ହସ୍ତ ଥିଲେ। ସମାନେେ ମଧ୍ଯ ରକ୍ତ ପାତ କରିବା ରେ ଓ ଆପଣା ପ୍ରତିମାଗଣ ସହ ବ୍ଯଭିଚାର କରିଛନ୍ତି। ସମାନେେ ମାଠାରୁେ ଜାତ ସନ୍ତାନମାନଙ୍କୁ ସମାନଙ୍କେର ଦବେତାମାନଙ୍କର ଖାଦ୍ୟ ପାଇଁ ଉତ୍ସର୍ଗ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟ ଦେଇ ଗମନ କରାଇ ଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
କାରଣ ଏହି ଯେ ସେମାନେ ବ୍ୟଭିଗ୍ଭରରେ ସିଦ୍ଧ ହସ୍ତ ଥିଲେ। ସେମାନେ ମଧ୍ୟ ରକ୍ତ ପାତ କରିବାରେ ଓ ଆପଣା ପ୍ରତିମାଗଣ ସହ ବ୍ୟଭିଗ୍ଭର କରିଛନ୍ତି। ସେମାନେ ମୋ’ଠାରୁ ଜାତ ସନ୍ତାନମାନଙ୍କୁ ସେମାନଙ୍କର ଦେବତାମାନଙ୍କର ଖାଦ୍ୟ ପାଇଁ ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟଦେଇ ଗମନ କରାଇଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ବ୍ୟଭିଚାର କରିଅଛନ୍ତି ଓ ସେମାନଙ୍କ ହସ୍ତରେ ରକ୍ତ ଅଛି ଓ ସେମାନେ ଆପଣାମାନଙ୍କ ପ୍ରତିମାଗଣ ସହିତ ବ୍ୟଭିଚାର କରିଅଛନ୍ତି; ଆଉ, ସେମାନେ ମଧ୍ୟ ଆମ୍ଭଠାରୁ ଜାତ ଆପଣା ସନ୍ତାନଗଣକୁ ଗ୍ରାସିତ ହେବା ନିମନ୍ତେ ସେମାନଙ୍କ ଉଦ୍ଦେଶ୍ୟରେ ଅଗ୍ନି ମଧ୍ୟ ଦେଇ ଗମନ କରାଇ ଅଛନ୍ତି।