Ezekiel 23:38 — Compare Translations

5 translations compared side by side

Odia - 1840
"ସମାନେେ ମାରେ ମନ୍ଦିରକୁ ଅଶୁଚି ଓ ମାରେ ବିଶଷେ ବିଶ୍ରାମ ଦିନଗୁଡ଼ିକୁ ଅପବିତ୍ର କରିଅଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ସେମାନେ ଆମ୍ଭ ପ୍ରତି ଏହି କାର୍ଯ୍ୟ କରିଅଛନ୍ତି; ସେମାନେ ଏକ ଦିନରେ ଆମ୍ଭର ଧର୍ମଧାମ ଅଶୁଚି ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମୋର ମନ୍ଦିରକୁ ଅଶୁଚି ଓ ମୋର ବିଶେଷ ବିଶ୍ରାମ ଦିନଗୁଡ଼ିକୁ ଅପବିତ୍ର କରିଅଛନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ସେମାନେ ଆମ୍ଭ ପ୍ରତି ଏହି କାର୍ଯ୍ୟ କରିଅଛନ୍ତି; ସେମାନେ ଏକ ଦିନରେ ଆମ୍ଭର ଧର୍ମଧାମ ଅଶୁଚି ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ସେମାନେ ଆମ୍ଭ ପ୍ରତି ଏହି କାର୍ଯ୍ୟ କରିଅଛନ୍ତି; ସେମାନେ ଏକ ଦିନରେ ଆମ୍ଭର ଧର୍ମଧାମ ଅଶୁଚି ଓ ଆମ୍ଭର ବିଶ୍ରାମ ଦିନସବୁ ଅପବିତ୍ର କରିଅଛନ୍ତି।