Ezekiel 23:39 — Compare Translations
5 translations compared side by side
Odia - 1840
"ଏବଂ ଠିକ୍ ସହେି ଦିନ ସମାନେେ ପ୍ରତିମାଗଣ ଉଦ୍ଦେଶ୍ଯ ରେ ଆପଣା ସନ୍ତାନମାନଙ୍କୁ ବଧ କରିଥିଲେ। ସମାନେେ ମାରେ ମନ୍ଦିରର ଅଗଣାକୁ କଳୁଷିତ କରିବା ପାଇଁ ଆସିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ସେମାନେ ଆପଣାମାନଙ୍କର ପ୍ରତିମାଗଣର ଉଦ୍ଦେଶ୍ୟରେ ଆପଣା ଆପଣା ସନ୍ତାନଗଣକୁ ବଧ କଲା ଉତ୍ତାରେ ସେହି ଦିନ ଆମ୍ଭର ଧର୍ମଧାମ ଅପବିତ୍ର କରିବା ପାଇଁ ତହିଁ ମଧ୍ୟକୁ ଆସିଲେ; ଆଉ, ଦେଖ, ସେମାନେ ଆମ୍ଭ ଗୃହ ମଧ୍ୟରେ ଏହି ପ୍ରକାର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ଠିକ୍ ସେହି ଦିନ ସେମାନେ ପ୍ରତିମାଗଣ ଉଦ୍ଦେଶ୍ୟରେ ଆପଣା ସନ୍ତାନମାନଙ୍କୁ ବଧ କରିଥିଲେ। ସେମାନେ ମୋର ମନ୍ଦିରର ଅଗଣାକୁ କଳୁଷିତ କରିବା ପାଇଁ ଆସିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ସେମାନେ ଆପଣାମାନଙ୍କର ପ୍ରତିମାଗଣର ଉଦ୍ଦେଶ୍ୟରେ ଆପଣା ଆପଣା ସନ୍ତାନଗଣକୁ ବଧ କଲା ଉତ୍ତାରେ ସେହି ଦିନ ଆମ୍ଭର ଧର୍ମଧାମ ଅପବିତ୍ର କରିବା ପାଇଁ ତହିଁ ମଧ୍ୟକୁ ଆସିଲେ; ଆଉ, ଦେଖ, ସେମାନେ ଆମ୍ଭ ଗୃହ ମଧ୍ୟରେ ଏହି ପ୍ରକାର କରିଅଛନ୍ତି।
Odia IRV 2017 (ଓଡିଆ ବାଇବେଲ)
କାରଣ ସେମାନେ ଆପଣାମାନଙ୍କର ପ୍ରତିମାଗଣର ଉଦ୍ଦେଶ୍ୟରେ ଆପଣା ଆପଣା ସନ୍ତାନଗଣକୁ ବଧ କଲା ଉତ୍ତାରେ ସେହି ଦିନ ଆମ୍ଭର ଧର୍ମଧାମ ଅପବିତ୍ର କରିବା ପାଇଁ ତହିଁ ମଧ୍ୟକୁ ଆସିଲେ; ଆଉ, ଦେଖ, ସେମାନେ ଆମ୍ଭ ଗୃହ ମଧ୍ୟରେ ଏହି ପ୍ରକାର କରିଅଛନ୍ତି।