Ezekiel 23:4 — Compare Translations
5 translations compared side by side
Odia - 1840
"ଜ୍ଯଷ୍ଠୋର ନାମ ଅହଲା ଓ ତା'ର ଭଗିନୀର ନାମ ଅହଲୀବା ଥିଲା। ସମାନେେ ମାରେ ପତ୍ନ ହେଲେ ଓ ପୁତ୍ର କନ୍ଯା ପ୍ରସବ କଲେ। ବଡ ଭଉଣୀ ଅହଲା ଶମରିଯା ଅଟେ ଓ ସାନ ଭଉଣୀ ଅହଲୀବା ୟିରୁଶାଲମ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ଵୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ଵୁ); ସେମାନେ ଆମ୍ଭର ହେଲେ ଓ ପୁତ୍ର କନ୍ୟା ପ୍ରସବ କଲେ । ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ଜ୍ୟେଷ୍ଠାର ନାମ ଅହଲା ଓ ତା’ର ଭଗିନୀର ନାମ ଅହଲୀବା ଥିଲା। ସେମାନେ ମୋର ପତ୍ନୀ ହେଲେ ଓ ପୁତ୍ରକନ୍ୟା ପ୍ରସବ କଲେ। ବଡ଼ ଭଉଣୀ ଅହଲା ଶମରିୟା ଅଟେ ଓ ସାନ ଭଉଣୀ ଅହଲୀବା ଯିରୁଶାଲମ ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ବୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ବୁ); ସେମାନେ ଆମ୍ଭର ହେଲେ ଓ ପୁତ୍ରକନ୍ୟା ପ୍ରସବ କଲେ। ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ।
Odia IRV 2017 (ଓଡିଆ ବାଇବେଲ)
ସେମାନଙ୍କ ମଧ୍ୟରେ ଜ୍ୟେଷ୍ଠାର ନାମ ଅହଲା (ତାହାର ତମ୍ବୁ) ଓ ତାହାର ଭଗିନୀର ନାମ ଅହଲୀବା (ତାହାର ମଧ୍ୟରେ ଆମ୍ଭର ତମ୍ବୁ); ସେମାନେ ଆମ୍ଭର ହେଲେ ଓ ପୁତ୍ର କନ୍ୟା ପ୍ରସବ କଲେ। ପୁଣି, ନାମାନୁସାରେ ଶମରୀୟା ଅହଲା ଓ ଯିରୂଶାଲମ ଅହଲୀବା ଅଟେ।