Ezekiel 23:40 — Compare Translations
5 translations compared side by side
Odia - 1840
"ଦୂରରୁ ପୁରୁଷମାନେ ଆସିବା ପାଇଁ ତୁମ୍ଭମାନେେ ଦୂତ ପଠାଇଲ। ସମାନେେ ପ୍ ରରେିତ ଦୂତମାନଙ୍କ ଦ୍ବାରା ଆସିଲେ। ସମାନଙ୍କେ ପାଇଁ ତୁମ୍ଭେ ସ୍ନାନ କଲ, ଆଖି ରେ ଅଞ୍ଜନ ଦଲେ ଓ ଅଳଙ୍କାର ବିଭୂଷିତା ହେଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ଦୂରରୁ ଆସିବା ପୁରୁଷମାନଙ୍କ ପାଇଁ ତୁମ୍ଭେମାନେ ଲୋକ ପଠାଇଅଛ; ସେମାନଙ୍କ ନିକଟକୁ ଦୂତ ପ୍ରେରିତ ହେଲା, ଆଉ ଦେଖ, ସେମାନେ ଆସିଲେ; ସେମାନଙ୍କ ନିମନ୍ତେ ତୁମ୍ଭେ ସ୍ନାନ କଲ, ଚକ୍ଷୁରେ ଅଞ୍ଜନ ଦେଲ ଓ ଅଳଙ୍କାରରେ ଆପଣାକୁ ବିଭୂଷିତା କଲ;
Odia Bible ERV 2004 (ପବିତ୍ର ବାଇବଲ)
“ଦୂରରୁ ପୁରୁଷମାନେ ଆସିବା ପାଇଁ ତୁମ୍ଭେମାନେ ଦୂତ ପଠାଇଲ। ସେମାନେ ପ୍ରେରିତ ଦୂତମାନଙ୍କ ଦ୍ୱାରା ଆସିଲେ। ସେମାନଙ୍କ ପାଇଁ ତୁମ୍ଭେ ସ୍ନାନ କଲ, ଆଖିରେ ଅଞ୍ଜନ ଦେଲ ଓ ଅଳଙ୍କାର ବିଭୂଷିତା ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ଦୂରରୁ ଆସିବା ପୁରୁଷମାନଙ୍କ ପାଇଁ ତୁମ୍ଭେମାନେ ଲୋକ ପଠାଇଅଛ; ସେମାନଙ୍କ ନିକଟକୁ ଦୂତ ପ୍ରେରିତ ହେଲା, ଆଉ ଦେଖ, ସେମାନେ ଆସିଲେ; ସେମାନଙ୍କ ନିମନ୍ତେ ତୁମ୍ଭେ ସ୍ନାନ କଲ, ଚକ୍ଷୁରେ ଅଞ୍ଜନ ଦେଲ ଓ ଅଳଙ୍କାରରେ ଆପଣାକୁ ବିଭୂଷିତା କଲ;
Odia IRV 2017 (ଓଡିଆ ବାଇବେଲ)