Ezekiel 23:41 — Compare Translations
5 translations compared side by side
Odia - 1840
"ପୁଣି ରାଜକୀଯ ଶୟ୍ଯା ରେ ବସି, ତାହା ସମ୍ମୁଖ ରେ ମଜେ ସଜ୍ଜାଇ ତାହା ଉପ ରେ ଆମ୍ଭର ଧୂପ ଓ ତୈଳ ରଖିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ରାଜକୀୟ ଶଯ୍ୟାରେ ବସି ତହିଁର ସମ୍ମୁଖରେ ମେଜ ସଜାଇ ତାହା ଉପରେ ଆମ୍ଭର ଧୂପ ଓ ଆମ୍ଭର ତୈଳ ରଖିଲ ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ରାଜକୀୟ ଶଯ୍ୟାରେ ବସି, ତାହା ସମ୍ମୁଖରେ ମେଜ ସଜ୍ଜାଇ ତାହା ଉପରେ ଆମ୍ଭର ଧୂପ ଓ ତୈଳ ରଖିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ରାଜକୀୟ ଶଯ୍ୟାରେ ବସି ତହିଁର ସମ୍ମୁଖରେ ମେଜ ସଜାଇ ତାହା ଉପରେ ଆମ୍ଭର ଧୂପ ଓ ଆମ୍ଭର ତୈଳ ରଖିଲ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ରାଜକୀୟ ଶଯ୍ୟାରେ ବସି ତହିଁର ସମ୍ମୁଖରେ ମେଜ ସଜାଇ ତାହା ଉପରେ ଆମ୍ଭର ଧୂପ ଓ ଆମ୍ଭର ତୈଳ ରଖିଲ।